ରୋମୀୟ 15:23 - ପବିତ୍ର ବାଇବଲ (CL) NT (BSI)23 କିନ୍ତୁ ଏହି ଅଞ୍ଚଳରେ ମୋର କାର୍ଯ୍ୟ ଶେଷ ହୋଇଛି ଏବଂ ମୋର ଆଶା, ତୁମ୍ଭମାନଙ୍କୁ ଦେଖିବା ପାଇଁ ମୋ ଅନେକ ବର୍ଷର ଅଭିଳାଷ ଏବଂ ପୂରଣ ହେବ। Viz kapitolaପବିତ୍ର ବାଇବଲ (Re-edited) - (BSI)23 କିନ୍ତୁ ଏବେ ଏହିସବୁ ଅଞ୍ଚଳରେ କାର୍ଯ୍ୟ କରିବାକୁ ଆଉ ସ୍ଥାନ ନ ଥିବାରୁ ପୁଣି, ଅନେକ ବର୍ଷ ହେଲା ତୁମ୍ଭମାନଙ୍କ ନିକଟକୁ ଯିବା ନିମନ୍ତେ ଆକାଂକ୍ଷା କରି ଆସୁଥିବାରୁ, Viz kapitolaଓଡିଆ ବାଇବେଲ23 କିନ୍ତୁ ଏବେ ଏହି ସବୁ ଅଞ୍ଚଳରେ କାର୍ଯ୍ୟ କରିବାକୁ ଆଉ ସ୍ଥାନ ନ ଥିବାରୁ ପୁଣି, ଅନେକ ବର୍ଷ ହେଲା ତୁମ୍ଭମାନଙ୍କ ନିକଟକୁ ଯିବା ନିମନ୍ତେ ଆକାଂକ୍ଷା କରି ଆସୁଥିବାରୁ, Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT23 କିନ୍ତୁ ଏବେ ଏହିସବୁ ଅଞ୍ଚଳରେ କାର୍ଯ୍ୟ କରିବାକୁ ଆଉ ସ୍ଥାନ ନ ଥିବାରୁ ପୁଣି, ଅନେକ ବର୍ଷ ହେଲା ତୁମ୍ଭମାନଙ୍କ ନିକଟକୁ ଯିବା ନିମନ୍ତେ ଆକାଂକ୍ଷା କରି ଆସୁଥିବାରୁ, Viz kapitolaପବିତ୍ର ବାଇବଲ23 ଏବେ ଏହି ଅଞ୍ଚଳରେ ମୁଁ ମୋର କାର୍ଯ୍ୟ ସମାପ୍ତ କରି ସାରିଛି। ବିଗତ ଅନେକ ବର୍ଷଧରି ମୁଁ ତୁମ୍ଭମାନଙ୍କ ପାଖକୁ ଆସିବା ପାଇଁ ଇଚ୍ଛା କରୁଥିଲି। Viz kapitola |