ରୋମୀୟ 2:22 - ପବିତ୍ର ବାଇବଲ (CL) NT (BSI)22 “ବ୍ୟଭିଚାର କର ନାହିଁ” ବୋଲି କହି, ନିଜେ ବ୍ୟଭିଚାର କରୁଛ କି? ତୁମ୍ଭେମାନେ ପ୍ରତିମା ପୂଜାକୁ ଘୃଣା କରି ମନ୍ଦିର ଲୁଣ୍ଠନ କରୁଛ କି? Viz kapitolaପବିତ୍ର ବାଇବଲ (Re-edited) - (BSI)22 ବ୍ୟଭିଚାର କର ନାହିଁ ବୋଲି କହି ତୁମ୍ଭେ କି ବ୍ୟଭିଚାର କରୁଅଛ? ପ୍ରତିମା ଘୃଣା କରୁଅଛ ଯେ ତୁମ୍ଭେ, ତୁମ୍ଭେ କଅଣ ମନ୍ଦିର ଲୁଣ୍ଠନ କରୁଅଛ? Viz kapitolaଓଡିଆ ବାଇବେଲ22 ବ୍ୟଭିଚାର କର ନାହିଁ ବୋଲି କହି ତୁମ୍ଭେ କି ବ୍ୟଭିଚାର କରୁଅଛ ? ପ୍ରତିମା ଘୃଣା କରୁଅଛ ଯେ ତୁମ୍ଭେ, ତୁମ୍ଭେ କ'ଣ ମନ୍ଦିର ଲୁଣ୍ଠନ କରୁଅଛ ? Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT22 ବ୍ୟଭିଚାର କର ନାହିଁ ବୋଲି କହି ତୁମ୍ଭେ କି ବ୍ୟଭିଚାର କରୁଅଛ? ତୁମ୍ଭେ ଯେ ପ୍ରତିମା ଘୃଣା କରୁଅଛ, କଅଣ ମନ୍ଦିର ଲୁଣ୍ଠନ କରୁଅଛ? Viz kapitolaପବିତ୍ର ବାଇବଲ22 ତୁମ୍ଭେ କହୁଛ ଲୋକେ ବ୍ୟଭିଗ୍ଭର ପାପ କରିବା କଥା ନୁହେଁ। କିନ୍ତୁ ତୁମ୍ଭେ ନିଜେ ସେହି ପାପରେ ଦୋଷୀ। ତୁମ୍ଭେ ମୂର୍ତ୍ତିକୁ ଘୃଣା କରିଥାଅ। Viz kapitola |