ରୋମୀୟ 3:1 - ପବିତ୍ର ବାଇବଲ (CL) NT (BSI)1 ତେବେ ଅଣଇହୁଦୀମାନଙ୍କଠାରୁ ଇହୁଦୀମାନଙ୍କର ଅଧିକ ସୁବିଧା କଅଣ? ସୁନ୍ନତ ସଂସ୍କାରର ବା ଉପକାର କଅଣ? Viz kapitolaପବିତ୍ର ବାଇବଲ (Re-edited) - (BSI)1 ତେବେ ଯିହୁଦୀ ଲୋକର ବିଶେଷ କଅଣ? ସୁନ୍ନତର ବା ଉପକାର କଅଣ? ସବୁ ପ୍ରକାରେ ବହୁତ। Viz kapitolaଓଡିଆ ବାଇବେଲ1 ତେବେ ଯିହୂଦୀ ଲୋକର ବିଶେଷ କ'ଣ ? ସୁନ୍ନତର ବା ଉପକାର କ'ଣ ? ସବୁ ପ୍ରକାରେ ବହୁତ । Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ତେବେ ଯିହୁଦୀ ଲୋକର ବିଶେଷ କଅଣ? ସୁନ୍ନତର ବା ଉପକାର କଅଣ? ସବୁ ପ୍ରକାରେ ବହୁତ। Viz kapitolaପବିତ୍ର ବାଇବଲ1 ଅତଏବ ଯିହୂଦୀମାନଙ୍କଠାରେ କ’ଣ ଅଧିକ ଅଛି ଯାହା ଅନ୍ୟ ଲୋକମାନଙ୍କଠାରେ ନାହିଁ? ଅସୁନ୍ନତ ହେବାରେ କ’ଣ ବିଶେଷ ମୂଲ୍ୟ ଅଛି? Viz kapitola |