ରୋମୀୟ 4:21 - ପବିତ୍ର ବାଇବଲ (CL) NT (BSI)21 ଈଶ୍ୱର ଯେଉଁ ପ୍ରତିଜ୍ଞା କରିଥିଲେ, ସେ ତାହା ପାଳନ କରିବେ ବୋଲି ତାଙ୍କର ଦୃଢ଼ ବିଶ୍ୱାସ ଥିଲା। Viz kapitolaପବିତ୍ର ବାଇବଲ (Re-edited) - (BSI)21 କିନ୍ତୁ ଈଶ୍ଵର ଯାହା ପ୍ରତିଜ୍ଞା କରିଅଛନ୍ତି, ତାହା ସାଧନ କରିବା ନିମନ୍ତେ ମଧ୍ୟ ସେ ଯେ ସକ୍ଷମ, ଏହା ଦୃଢ଼ ରୂପେ ଜାଣି ତାହାଙ୍କୁ ଗୌରବ ଦେଇ ବିଶ୍ଵାସରେ ବଳବାନ ହେଲେ। Viz kapitolaଓଡିଆ ବାଇବେଲ21 କିନ୍ତୁ ଈଶ୍ୱର ଯାହା ପ୍ରତିଜ୍ଞା କରିଅଛନ୍ତି, ତାହା ସାଧନ କରିବା ନିମନ୍ତେ ମଧ୍ୟ ସେ ଯେ ସକ୍ଷମ, ଏହା ଦୃଢ଼ରୂପେ ଜାଣି ତାହାଙ୍କୁ ଗୌରବ ଦେଇ ବିଶ୍ୱାସରେ ବଳବାନ ହେଲେ । Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT21 କିନ୍ତୁ ଈଶ୍ବର ଯାହା ପ୍ରତିଜ୍ଞା କରିଅଛନ୍ତି, ତାହା ସାଧନ କରିବା ନିମନ୍ତେ ମଧ୍ୟ ସେ ଯେ ସକ୍ଷମ, ଏହା ଦୃଢ଼ରୂପେ ଜାଣି ତାହାଙ୍କୁ ଗୌରବ ଦେଇ ବିଶ୍ୱାସରେ ବଳବାନ ହେଲେ। Viz kapitolaପବିତ୍ର ବାଇବଲ21 ଅବ୍ରହାମ ଦୃଢ଼ ଭାବରେ ଅନୁଭବ କଲେ ଯେ ପରମେଶ୍ୱର ଯାହା ପ୍ରତିଶ୍ରୁତି ଦେଇଛନ୍ତି, ତାହା କରିବାରେ ସେ ସକ୍ଷମ ଥିଲେ। Viz kapitola |