ରୋମୀୟ 4:4 - ପବିତ୍ର ବାଇବଲ (CL) NT (BSI)4 ଯେ କାମ କରେ, ମଜୁରୀ ତା’ର ପ୍ରାପ୍ୟ- କାହାଠାରୁ ଦାନ ରୂପେ ସେ ତା’ ପାଏ ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)4 ଯେ କର୍ମ କରେ, ତାହା ପକ୍ଷରେ ତାʼର ବେତନ ଅନୁଗ୍ରହ ରୂପେ ଗଣିତ ହୁଏ ନାହିଁ, ମାତ୍ର ଦେୟ ବୋଲି ଗଣିତ ହୁଏ। Viz kapitolaଓଡିଆ ବାଇବେଲ4 ଯେ କର୍ମ କରେ, ତାହା ପକ୍ଷରେ ତା'ର ବେତନ ଅନୁଗ୍ରହ ରୂପେ ଗଣିତ ହୁଏ ନାହିଁ, ମାତ୍ର ଦେୟ ବୋଲି ଗଣିତ ହୁଏ । Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ଯେ କର୍ମ କରେ, ତାହା ପକ୍ଷରେ ତାହାର ବେତନ ଅନୁଗ୍ରହ ରୂପେ ଗଣିତ ହୁଏ ନାହିଁ, ମାତ୍ର ଦେୟ ବୋଲି ଗଣିତ ହୁଏ। Viz kapitolaପବିତ୍ର ବାଇବଲ4 କାମ କରୁଥିବା ଲୋକକୁ ମଜୁରୀ ବା ଦରମା ଦେବା ଦାନ ନୁହେଁ। ସେ ମଜୁରୀ ବା ଦରମା ଅର୍ଜନ କରେ। Viz kapitola |