ରୋମୀୟ 5:20 - ପବିତ୍ର ବାଇବଲ (CL) NT (BSI)20 ବ୍ୟବସ୍ଥାର ପ୍ରଚଳନ ଯୋଗୁଁ କୁକର୍ମ ବୃଦ୍ଧି ପାଇଲା। କିନ୍ତୁ ପାପର ବୃଦ୍ଧି ସଙ୍ଗେ ସଙ୍ଗେ ଈଶ୍ୱରଙ୍କ ଅନୁଗ୍ରହ ମଧ୍ୟ ଅଧିକ ପ୍ରଚୁର ହେଲା। Viz kapitolaପବିତ୍ର ବାଇବଲ (Re-edited) - (BSI)20 ଏହାଛଡ଼ା ବ୍ୟବସ୍ଥା ମଧ୍ୟ ପ୍ରବେଶ କଲା, ଯେପରି ଅପରାଧ ଅଧିକ ହୁଏ; କିନ୍ତୁ ଯେଉଁଠାରେ ପାପ ଅଧିକ ହେଲା, ସେହିଠାରେ ଅନୁଗ୍ରହ ଆହୁରି ଅତି ଅଧିକ ହେଲା, Viz kapitolaଓଡିଆ ବାଇବେଲ20 ଏହାଛଡ଼ା ମୋଶାଙ୍କ ବ୍ୟବସ୍ଥା ମଧ୍ୟ ପ୍ରବେଶ କଲା, ଯେପରି ଅପରାଧ ଅଧିକ ହୁଏ; କିନ୍ତୁ ଯେଉଁଠାରେ ପାପ ଅଧିକ ହେଲା, ସେହିଠାରେ ଅନୁଗ୍ରହ ଆହୁରି ଅତି ଅଧିକ ହେଲା, Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT20 ଏହା ଛଡ଼ା ମୋଶାଙ୍କ ବ୍ୟବସ୍ଥା ମଧ୍ୟ ପ୍ରବେଶ କଲା, ଯେପରି ଅପରାଧ ଅଧିକ ହୁଏ; କିନ୍ତୁ ଯେଉଁଠାରେ ପାପ ଅଧିକ ହେଲା, ସେହିଠାରେ ଅନୁଗ୍ରହ ଆହୁରି ଅତି ଅଧିକ ହେଲା, Viz kapitolaପବିତ୍ର ବାଇବଲ20 ଲୋକମାନେ ଅଧିକ ପାପ କରିବା ପାଇଁ ବ୍ୟବସ୍ଥା ଆସିଲା, କିନ୍ତୁ ଯେତେବେଳେ ଲୋକେ ଅଧିକ ପାପ କଲେ, ପରମେଶ୍ୱର ସେମାନଙ୍କୁ ପ୍ରଚୁର ମାତ୍ରାରେ ତାହାଙ୍କ ଅନୁଗ୍ରହ ପ୍ରଦାନ କଲେ। Viz kapitola |