ରୋମୀୟ 5:21 - ପବିତ୍ର ବାଇବଲ (CL) NT (BSI)21 ପାପ ଯେପରି ମୃତ୍ୟୁ ଦ୍ୱାରା ନିଜର ଆଧିପତ୍ୟ ପ୍ରତିଷ୍ଠା କରିଥିଲା, ସେହିପରି ଈଶ୍ୱରଙ୍କ ଅନୁଗ୍ରହ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ସହାୟତାରେ ଆମ୍ଭମାନଙ୍କୁ ଧାର୍ମିକ ଗଣ୍ୟ କରି ଅନନ୍ତ ଜୀବନ ଦିଏ। Viz kapitolaପବିତ୍ର ବାଇବଲ (Re-edited) - (BSI)21 ଯେପରି ପାପ ଯେପ୍ରକାରେ ମୃତ୍ୟୁରେ ରାଜତ୍ଵ କରିଥିଲା, ସେହିପରି ଅନୁଗ୍ରହ ମଧ୍ୟ ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଦ୍ଵାରା ଅନ; ଜୀବନଦାୟକ ଧାର୍ମିକତା ଦାନ କରି ରାଜତ୍ଵ କରିବ। Viz kapitolaଓଡିଆ ବାଇବେଲ21 ଯେପରି ପାପ ଯେପ୍ରକାରେ ମୃତ୍ୟୁରେ ରାଜତ୍ୱ କରିଥିଲା, ସେହିପରି ଅନୁଗ୍ରହ ମଧ୍ୟ ଆମ୍ଭମାନଙ୍କ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ଦ୍ୱାରା ଅନନ୍ତ ଜୀବନଦାୟକ ଧାର୍ମିକତା ଦାନ କରି ରାଜତ୍ୱ କରିବ । Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT21 ଯେପରି ପାପ ଯେପ୍ରକାରେ ମୃତ୍ୟୁରେ ରାଜତ୍ୱ କରିଥିଲା, ସେହିପରି ଅନୁଗ୍ରହ ମଧ୍ୟ ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ଅନନ୍ତ ଜୀବନଦାୟକ ଧାର୍ମିକତା ଦାନ କରି ରାଜତ୍ୱ କରିବ। Viz kapitolaପବିତ୍ର ବାଇବଲ21 ଆମ୍ଭମାନଙ୍କୁ ଶାସନ କରିବା ପାଇଁ ପାପ ଥରେ ମୃତ୍ୟୁକୁ ବ୍ୟବହାର କଲା। କିନ୍ତୁ ପରମେଶ୍ୱର ନିଜର ଅଧିକ ଅନୁଗ୍ରହ ପ୍ରଦାନ କଲେ ଯାହାଦ୍ୱାରା ଅନୁଗ୍ରହ ଶାସନ କଲା ଓ ଲୋକେ ପରମେଶ୍ୱରଙ୍କ ପ୍ରତି ଧାର୍ମିକ ହୋଇ ରହିଲେ। ଆମ୍ଭ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ଏହା ଅନନ୍ତ ଜୀବନ ଆଣିଲା। Viz kapitola |