ରୋମୀୟ 6:10 - ପବିତ୍ର ବାଇବଲ (CL) NT (BSI)10 ସେ ଯେଉଁ ମୃତ୍ୟୁଭୋଗ କଲେ, ତଦ୍ଦ୍ୱାରା ପାପର ଶକ୍ତିରୁ ଏକାବେଳକେ ବିମୁକ୍ତ ହେଲେ। ସେ ବର୍ତ୍ତମାନ ଯେଉଁ ଜୀବନ ଯାପନ କରୁଛନ୍ତି, ତାହା ଈଶ୍ୱରଙ୍କ ସହିତ ସଂଯୁକ୍ତ ଜୀବନ। Viz kapitolaପବିତ୍ର ବାଇବଲ (Re-edited) - (BSI)10 କାରଣ ସେ ଯେଉଁ ମୃତ୍ୟୁଭୋଗ କଲେ, ତଦ୍ଦ୍ଵାରା ସେ ଏକାଥରେ ପାପ ପ୍ରତି ମୃତ ହେଲେ; କିନ୍ତୁ ସେ ଯେଉଁ ଜୀବନରେ ଜୀବିତ, ସେଥିରେ ସେ ଈଶ୍ଵରଙ୍କ ପ୍ରତି ଜୀବିତ ଅଟନ୍ତି। Viz kapitolaଓଡିଆ ବାଇବେଲ10 କାରଣ ସେ ଯେଉଁ ମୃତ୍ୟୁଭୋଗ କଲେ, ତଦ୍ୱାରା ସେ ଥରେ ହିଁ ପାପ ପ୍ରତି ମୃତ୍ୟୁ ହେଲେ; କିନ୍ତୁ ସେ ଯେଉଁ ଜୀବନରେ ଜୀବିତ, ସେଥିରେ ସେ ଈଶ୍ୱରଙ୍କ ପ୍ରତି ଜୀବିତ ଅଟନ୍ତି । Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 କାରଣ ସେ ଯେଉଁ ମୃତ୍ୟୁଭୋଗ କଲେ, ତଦ୍ୱାରା ସେ ଥରେ ହିଁ ପାପ ପ୍ରତି ମୃତ ହେଲେ; କିନ୍ତୁ ସେ ଯେଉଁ ଜୀବନରେ ଜୀବିତ, ସେଥିରେ ସେ ଈଶ୍ବରଙ୍କ ପ୍ରତି ଜୀବିତ ଅଟନ୍ତି। Viz kapitolaପବିତ୍ର ବାଇବଲ10 ଯେତେବେଳେ ଖ୍ରୀଷ୍ଟ ମୃତ୍ୟୁ କଲେ, ସେ ପାପର ଶକ୍ତିକୁ ଥରେ ମାତ୍ର ହରାଇବା ପାଇଁ ମୃତ୍ୟୁ କଲେ, ଏହା ସବୁ ଦିନ ପାଇଁ ଯଥେଷ୍ଟ ଥିଲା। ଏବେ ସେ ଯେଉଁ ଜୀବନଯାପନ କରନ୍ତି ତାହା ପରମେଶ୍ୱରଙ୍କ ପାଇଁ କରନ୍ତି। Viz kapitola |