ରୋମୀୟ 6:21 - ପବିତ୍ର ବାଇବଲ (CL) NT (BSI)21 ବର୍ତ୍ତମାନ ତୁମ୍ଭମାନଙ୍କୁ ଯେଉଁ ସବୁ କାର୍ଯ୍ୟ କରିବାକୁ ଲଜ୍ଜାବୋଧ ହେଉଛି, ସେତେବେଳେ ସେସବୁ କରୁଥିଲ। ସେଥିରୁ କି ଲାଭ ପାଇଲ? ସେହି ସବୁ କାର୍ଯ୍ୟର ପରିଣାମ ମୃତ୍ୟୁ। Viz kapitolaପବିତ୍ର ବାଇବଲ (Re-edited) - (BSI)21 ତେବେ, ସେହି ସମୟରେ ତୁମ୍ଭମାନଙ୍କର କି ଫଳ ଥିଲା? ଯେସମସ୍ତ ବିଷୟରେ ତୁମ୍ଭେମାନେ ଏବେ ଲଜ୍ଜା ବୋଧ କରୁଅଛ, କେବଳ ସେତିକି ମାତ୍ର; ସେହିସମସ୍ତର ପରିଣାମ ତ ମୃତ୍ୟୁ। Viz kapitolaଓଡିଆ ବାଇବେଲ21 ତେବେ, ସେହି ସମୟରେ ତୁମ୍ଭମାନଙ୍କର କି ଫଳ ଥିଲା ? ଯେ ସମସ୍ତ ବିଷୟରେ ତୁମ୍ଭେମାନେ ଏବେ ଲଜ୍ଜାବୋଧ କରୁଅଛ, କେବଳ ସେତିକି ମାତ୍ର; ସେହି ସମସ୍ତର ପରିଣାମ ତ ମୃତ୍ୟୁ । Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT21 ତେବେ, ସେହି ସମୟରେ ତୁମ୍ଭମାନଙ୍କର କି ଫଳ ଥିଲା? ଯେ ସମସ୍ତ ବିଷୟରେ ତୁମ୍ଭେମାନେ ଏବେ ଲଜ୍ଜାବୋଧ କରୁଅଛ, କେବଳ ସେତିକି ମାତ୍ର; ସେହି ସମସ୍ତର ପରିଣାମ ତ ମୃତ୍ୟୁ। Viz kapitolaପବିତ୍ର ବାଇବଲ21 ତୁମ୍ଭେମାନେ ମନ୍ଦ କାମ କରୁଥିଲ। ଏବେ ତୁମ୍ଭେମାନେ ସେଭଳି କର୍ମ ପାଇଁ ଲଜ୍ଜିତ। ସେ କାମଗୁଡ଼ିକ କ’ଣ ତୁମ୍ଭମାନଙ୍କୁ ସାହାଯ୍ୟ କଲା? ନା, ସେ କର୍ମ ଗୁଡ଼ିକ କେବଳ ଆଧ୍ୟାତ୍ମିକ ମୃତ୍ୟୁ ଆଣିଥାଏ। Viz kapitola |