ରୋମୀୟ 6:5 - ପବିତ୍ର ବାଇବଲ (CL) NT (BSI)5 ଯେହେତୁ ଆମ୍ଭେ ମୃତ୍ୟୁରେ ଅଂଶୀ ହୋଇ ତାଙ୍କ ସହିତ ଏକ ହୋଇଛୁ, ତାଙ୍କ ପୁନରୁତ୍ଥାନରେ ମଧ୍ୟ ତାଙ୍କ ସହିତ ଏକ ହୋଇଛୁ, ତାଙ୍କ ପୁନରୁତ୍ଥାନରେ ମଧ୍ୟ ତାଙ୍କ ସହିତ ଏକ ହୋଇ ପୁନର୍ଜୀବନ ପାଇବା। Viz kapitolaପବିତ୍ର ବାଇବଲ (Re-edited) - (BSI)5 କାରଣ ଯଦି ଆମ୍ଭେମାନେ ତାହାଙ୍କ ମୃତ୍ୟୁର ସାଦୃଶ୍ୟରେ ମୃତ୍ୟୁଭୋଗ କରି ତାହାଙ୍କ ସହିତ ଏକୀଭୂତ ହୋଇଅଛୁ, ତାହାହେଲେ ନିଶ୍ଚୟ ତାହାଙ୍କ ପୁନରୁତ୍ଥାନର ସାଦୃଶ୍ୟରେ ମଧ୍ୟ ଉତ୍ଥିତ ହୋଇ ତାହାଙ୍କ ସହିତ ଏକୀଭୂତ ହେବା। Viz kapitolaଓଡିଆ ବାଇବେଲ5 କାରଣ ଯଦି ଆମ୍ଭେମାନେ ତାହାଙ୍କ ମୃତ୍ୟୁର ସାଦୃଶ୍ୟରେ ମୃତ୍ୟୁଭୋଗ କରି ତାହାଙ୍କ ସହିତ ଏକୀଭୂତ ହୋଇଅଛୁ, ତାହାହେଲେ ନିଶ୍ଚୟ ତାହାଙ୍କ ପୁନରୁତ୍ଥାନର ସାଦୃଶ୍ୟରେ ମଧ୍ୟ ଉତ୍ଥିତ ହୋଇ ତାହାଙ୍କ ସହିତ ଏକୀଭୂତ ହେବା । Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 କାରଣ ଯଦି ଆମ୍ଭେମାନେ ତାହାଙ୍କ ମୃତ୍ୟୁର ସାଦୃଶ୍ୟରେ ମୃତ୍ୟୁଭୋଗ କରି ତାହାଙ୍କ ସହିତ ଏକୀଭୂତ ହୋଇଅଛୁ, ତାହାହେଲେ ନିଶ୍ଚୟ ତାହାଙ୍କ ପୁନରୁତ୍ଥାନର ସାଦୃଶ୍ୟରେ ମଧ୍ୟ ଉତ୍ଥିତ ହୋଇ ତାହାଙ୍କ ସହିତ ଏକୀଭୂତ ହେବା। Viz kapitolaପବିତ୍ର ବାଇବଲ5 ଖ୍ରୀଷ୍ଟ ମୃତ୍ୟୁ ବରଣ କଲେ ଓ ଆମ୍ଭେ ମଧ୍ୟ ମୃତ୍ୟୁ ଦ୍ୱାରା ଖ୍ରୀଷ୍ଟଙ୍କ ସହିତ ସଂଯୁକ୍ତ ହୋଇଛୁ। ଖ୍ରୀଷ୍ଟ ମୃତ୍ୟୁରୁ ଜୀବିତ ହେବା ଭଳି ଆମ୍ଭେ ମଧ୍ୟ ମୃତ୍ୟୁରୁ ଜୀବିତ ହୋଇ ତାହାଙ୍କ ସହିତ ସଂଯୁକ୍ତ ହେବା। Viz kapitola |