ରୋମୀୟ 7:1 - ପବିତ୍ର ବାଇବଲ (CL) NT (BSI)1 ଭାଇମାନେ, ବର୍ତ୍ତମାନ ଯାହା କହିବାକୁ ଯାଉଛି, ତୁମ୍ଭେମାନେ ତାହା ବୁଝିପାରିବ, କାରଣ ତୁମେ ଜାଣିଛ, “ବ୍ୟବସ୍ଥା” କଅଣ। ମନୁଷ୍ୟ କେବଳ ତା’ର ଜୀବଦ୍ଦଶା ସମୟରେ ବ୍ୟବସ୍ଥାର ଅଧୀନରେ ଥାଏ। Viz kapitolaପବିତ୍ର ବାଇବଲ (Re-edited) - (BSI)1 ହେ ଭାଇମାନେ, ମନୁଷ୍ୟ ଯେପର୍ଯ୍ୟନ୍ତ ଜୀବିତ ଥାଏ, ସେପର୍ଯ୍ୟନ୍ତ ବ୍ୟବସ୍ଥା ଯେ ତାହାର ଉପରେ କର୍ତ୍ତୃତ୍ଵ କରେ, ଏହା ତୁମ୍ଭେମାନେ କଅଣ ଜାଣ ନାହିଁ? ମୁଁ ତ ବ୍ୟବସ୍ଥା ଜାଣିବା ଲୋକମାନଙ୍କୁ କହୁଅଛି। Viz kapitolaଓଡିଆ ବାଇବେଲ1 ହେ ଭାଇମାନେ, ମନୁଷ୍ୟ ଯେପର୍ଯ୍ୟନ୍ତ ଜୀବିତ ଥାଏ, ସେପର୍ଯ୍ୟନ୍ତ ମୋଶାଙ୍କ ବ୍ୟବସ୍ଥା ଯେ ତାହାର ଉପରେ କର୍ତ୍ତୃତ୍ୱ କରେ, ଏହା ତୁମ୍ଭେମାନେ କ'ଣ ଜାଣ ନାହିଁ ? ମୁଁ ତ ମୋଶାଙ୍କ ବ୍ୟବସ୍ଥା ଜାଣିଥିବା ଲୋକମାନଙ୍କୁ କହୁଅଛି । Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ହେ ଭାଇମାନେ, ମନୁଷ୍ୟ ଯେପର୍ଯ୍ୟନ୍ତ ଜୀବିତ ଥାଏ, ସେପର୍ଯ୍ୟନ୍ତ ବ୍ୟବସ୍ଥା ଯେ ତାହାର ଉପରେ କର୍ତ୍ତୃତ୍ୱ କରେ, ଏହା ତୁମ୍ଭେମାନେ କଅଣ ଜାଣ ନାହିଁ? ମୁଁ ତ ମୋଶାଙ୍କ ବ୍ୟବସ୍ଥା ଜାଣିଥିବା ଲୋକମାନଙ୍କୁ କହୁଅଛି। Viz kapitolaପବିତ୍ର ବାଇବଲ1 ଭାଇ ଓ ଭଉଣୀଗଣ, ତୁମ୍ଭେମାନେ ବ୍ୟବସ୍ଥା ଜାଣ। ତୁମ୍ଭେମାନେ ଜାଣ ଯେ ଯେତେବେଳେ ଜଣେ ଲୋକ ଜୀବିତ, ବ୍ୟବସ୍ଥା ତାହାକୁ ନିୟନ୍ତ୍ରିତ କର। Viz kapitola |