ରୋମୀୟ 7:24 - ପବିତ୍ର ବାଇବଲ (CL) NT (BSI)24 କେଡ଼େ ହତଭାଗ୍ୟ ମୁଁ! ମୃତ୍ୟୁ ମୁଖକୁ ଟାଣି ନେଉଥିବା ଏହି ଶାରୀରିକ ପ୍ରବୃତ୍ତିରୁ ମୋତେ କିଏ ଉଦ୍ଧାର କରିବ? Viz kapitolaପବିତ୍ର ବାଇବଲ (Re-edited) - (BSI)24 ହାୟ, ଦୁର୍ଭାଗ୍ୟ ମନୁଷ୍ୟ ଯେ ମୁଁ, ମୋତେ ଏହି ମୃତ୍ୟୁର ଶରୀରରୁ କିଏ ଉଦ୍ଧାର କରିବ? Viz kapitolaଓଡିଆ ବାଇବେଲ24 ହାୟ, ଦୁର୍ଭାଗ୍ୟ ମନୁଷ୍ୟ ଯେ ମୁଁ, ମୋତେ ଏହି ମୃତ୍ୟୁର ଶରୀରରୁ କିଏ ଉଦ୍ଧାର କରିବ ? Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT24 ହାୟ, ଦୁର୍ଭାଗ୍ୟ ମନୁଷ୍ୟ ଯେ ମୁଁ, ମୋତେ ଏହି ମୃତ୍ୟୁର ଶରୀରରୁ କିଏ ଉଦ୍ଧାର କରିବ? Viz kapitolaପବିତ୍ର ବାଇବଲ24 ଏହା ଭୟଙ୍କର ଅଟେ! ମୋତେ ଏହି ଶରୀରରୁ, ଯାହା ମୋ’ ପାଇଁ ମୃତ୍ୟୁ ଆଣେ, କିଏ ରକ୍ଷା କରିବ? ପରମେଶ୍ୱର ମୋତେ ରକ୍ଷା କରିବେ। Viz kapitola |