ରୋମୀୟ 8:3 - ପବିତ୍ର ବାଇବଲ (CL) NT (BSI)3 ମନୁଷ୍ୟର ପ୍ରକୃତିଗତ ଦୁର୍ବଳତା ହେତୁ ମୋଶ ପ୍ରଦତ୍ତ ସ୍ୱସ୍ଥା ଯାହା ସାଧନ କରିପାରିଲା ନାହିଁ, ଈଶ୍ୱର ତାହା କରିଛନ୍ତି। ମନୁଷ୍ୟ ଜୀବନରେ ପାପକୁ ବିନଷ୍ଟ କରିବା ପାଇଁ ସେ ନିଜ ପୁତ୍ରଙ୍କୁ ପାପୀ ମନୁଷ୍ୟ ସାଦୃଶ୍ୟରେ ପ୍ରେରଣ କଲେ ଏବଂ ଖ୍ରୀଷ୍ଟ ପାପର ଶକ୍ତି ବିନଷ୍ଟ କରିଛନ୍ତି। Viz kapitolaପବିତ୍ର ବାଇବଲ (Re-edited) - (BSI)3 ଯେଣୁ ଶରୀର ସକାଶେ ଦୁର୍ବଳ ହେବାରୁ ବ୍ୟବସ୍ଥା ଯାହା ସାଧନ କରି ପାରିଲା ନାହିଁ, ତାହା ଈଶ୍ଵର ଆପଣା ପୁତ୍ରଙ୍କୁ ପାପମୟ ଶରୀରର ସାଦୃଶ୍ୟରେ ପାପ ବିନାଶ ନିମନ୍ତେ ପ୍ରେରଣ କରି ଶରୀରରେ ପାପକୁ ଦଣ୍ତାଜ୍ଞା ଦେବା ଦ୍ଵାରା କଲେ, Viz kapitolaଓଡିଆ ବାଇବେଲ3 ଯେଣୁ ଶରୀର ସକାଶେ ଦୁର୍ବଳ ହେବାରୁ ମୋଶାଙ୍କ ବ୍ୟବସ୍ଥା ଯାହା ସାଧନ କରି ପାରିଲା ନାହିଁ, ତାହା ଈଶ୍ୱର ଆପଣା ପୁତ୍ରଙ୍କୁ ପାପମୟ ଶରୀରର ସାଦୃଶ୍ୟରେ ପାପ ବିନାଶ ନିମନ୍ତେ ପ୍ରେରଣ କରି ଶରୀରରେ ପାପକୁ ଦଣ୍ଡାଜ୍ଞା ଦେବା ଦ୍ୱାରା କଲେ, Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ଯେଣୁ ଶରୀର ସକାଶେ ଦୁର୍ବଳ ହେବାରୁ ବ୍ୟବସ୍ଥା ଯାହା ସାଧନ କରିପାରିଲା ନାହିଁ, ତାହା ଈଶ୍ବର ଆପଣା ପୁତ୍ରଙ୍କୁ ପାପମୟ ଶରୀରର ସାଦୃଶ୍ୟରେ ପାପ ବିନାଶ ନିମନ୍ତେ ପ୍ରେରଣ କରି ଶରୀରରେ ପାପକୁ ଦଣ୍ଡାଜ୍ଞା ଦେବା ଦ୍ୱାରା କଲେ, Viz kapitolaପବିତ୍ର ବାଇବଲ3 ଆମ୍ଭର ପାପପୂର୍ଣ୍ଣ ସ୍ୱଭାବ ଦ୍ୱାରା ବ୍ୟବସ୍ଥା ଶକ୍ତି ହୀନ ହୋଇପାରେ। କିନ୍ତୁ ବ୍ୟବସ୍ଥା ଯାହା କରି ପାରି ନ ଥିଲା, ତାହା ପରମେଶ୍ୱର କଲେ। ପରମେଶ୍ୱର ନିଜ ପୁତ୍ରକୁ ସେଇ ମାନବ ଶରୀର ପ୍ରଦାନ କରି ପୃଥିବୀକୁ ପଠାଇଲେ, ଯେଉଁ ଶରୀରକୁ ଅନ୍ୟମାନେ ପାପ କାମରେ ଲଗାନ୍ତି। ପାପର ପ୍ରାୟଶ୍ଚିତ୍ତ ପାଇଁ ପରମେଶ୍ୱର ତାହାଙ୍କ ପୁତ୍ରଙ୍କୁ ପଠାଇଲେ। ସେଥିପାଇଁ ପରମେଶ୍ୱର ପାପକୁ ବିନାଶ କରିବା ପାଇଁ ମାନବ ଶରୀରକୁ ବ୍ୟବହାର କଲେ। Viz kapitola |