ରୋମୀୟ 8:30 - ପବିତ୍ର ବାଇବଲ (CL) NT (BSI)30 ଯେଉଁମାନେ ଏପରି ମନୋନୀତ ହୋଇ ଆହୂତ ହୋଇଛନ୍ତି, ସେମାନେ ଈଶ୍ୱରଙ୍କ ଦୃଷ୍ଟିରେ ଧାର୍ମିକ ବିବେଚିତ ହୋଇ ଗୌରବାନ୍ୱିତ ହୋଇଛନ୍ତି। Viz kapitolaପବିତ୍ର ବାଇବଲ (Re-edited) - (BSI)30 ଆଉ, ଯେଉଁମାନଙ୍କୁ ସେ ପୂର୍ବରୁ ନିରୂପଣ କରିଥିଲେ, ସେମାନଙ୍କୁ ସେ ମଧ୍ୟ ଆହ୍ଵାନ କଲେ, ପୁଣି ଯେଉଁମାନଙ୍କୁ ସେ ଆହ୍ଵାନ କଲେ, ସେମାନଙ୍କୁ ସେମଧ୍ୟ ଧାର୍ମିକ ବୋଲି ଗଣିଲେ, ଆଉ ଯେଉଁମାନଙ୍କୁ ସେ ଧାର୍ମିକ ବୋଲି ଗଣିଲେ, ସେମାନଙ୍କୁ ସେ ମଧ୍ୟ ଗୌରବାନ୍ଵିତ କଲେ। Viz kapitolaଓଡିଆ ବାଇବେଲ30 ଆଉ, ଯେଉଁମାନଙ୍କୁ ସେ ପୂର୍ବରୁ ନିରୂପଣ କରିଥିଲେ, ସେମାନଙ୍କୁ ସେ ମଧ୍ୟ ଆହ୍ୱାନ କଲେ, ପୁଣି, ଯେଉଁମାନଙ୍କୁ ସେ ଆହ୍ୱାନ କଲେ, ସେମାନଙ୍କୁ ସେ ମଧ୍ୟ ଧାର୍ମିକ ବୋଲି ଗଣିଲେ, ଆଉ ଯେଉଁମାନଙ୍କୁ ସେ ଧାର୍ମିକ ବୋଲି ଗଣିଲେ, ସେମାନଙ୍କୁ ସେ ମଧ୍ୟ ଗୌରବାନ୍ୱିତ କଲେ । Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT30 ଆଉ, ଯେଉଁମାନଙ୍କୁ ସେ ପୂର୍ବରୁ ନିରୂପଣ କରିଥିଲେ, ସେମାନଙ୍କୁ ସେ ମଧ୍ୟ ଆହ୍ୱାନ କଲେ, ପୁଣି, ଯେଉଁମାନଙ୍କୁ ସେ ଆହ୍ୱାନ କଲେ, ସେମାନଙ୍କୁ ସେ ମଧ୍ୟ ଧାର୍ମିକ ବୋଲି ଗଣିଲେ, ଆଉ ଯେଉଁମାନଙ୍କୁ ସେ ଧାର୍ମିକ ବୋଲି ଗଣିଲେ, ସେମାନଙ୍କୁ ସେ ମଧ୍ୟ ଗୌରବାନ୍ୱିତ କଲେ। Viz kapitolaପବିତ୍ର ବାଇବଲ30 ପରମେଶ୍ୱରଙ୍କ ଯୋଜନା ସେମାନଙ୍କ ପାଇଁ ହେଲା ଯେ ସେମାନେ ତାହାଙ୍କର ପୁତ୍ର ଭଳି ହେବେ। ସେ ଏହି ଲୋକମାନଙ୍କୁ ଡାକିଲେ। ପରମେଶ୍ୱର ସେମାନଙ୍କୁ ନିଜ ପ୍ରତି ଧାର୍ମିକ କଲେ। ଏବଂ ପରମେଶ୍ୱର ଯେଉଁମାନଙ୍କୁ ନିଜ ପ୍ରତି ଧାର୍ମି କଲେ, ସେହି ଲୋକମାନଙ୍କୁ ମହିମାନ୍ୱିତ କଲେ। Viz kapitola |