ରୋମୀୟ 8:31 - ପବିତ୍ର ବାଇବଲ (CL) NT (BSI)31 ଏହିସବୁ ଦୃଷ୍ଟିରୁ ଆଉ କଅଣ କରିବା? ଈଶ୍ୱର ଯଦି ଆମର ସପକ୍ଷ, କିଏ ଆମର ବିପକ୍ଷ ହୋଇପାରେ? Viz kapitolaପବିତ୍ର ବାଇବଲ (Re-edited) - (BSI)31 ତେବେ ଏସମସ୍ତ ଦୃଷ୍ଟିରେ ଆମ୍ଭେମାନେ କଅଣ କହିବା? ଯଦି ଈଶ୍ଵର ଆମ୍ଭମାନଙ୍କ ସପକ୍ଷ, ତେବେ ଆମ୍ଭମାନଙ୍କ ବିପକ୍ଷ କିଏ? Viz kapitolaଓଡିଆ ବାଇବେଲ31 ତେବେ ଏସମସ୍ତ ଦୃଷ୍ଟିରେ ଆମ୍ଭେମାନେ କ'ଣ କହିବା ? ଯଦି ଈଶ୍ୱର ଆମ୍ଭମାନଙ୍କ ସପକ୍ଷ, ତେବେ ଆମ୍ଭମାନଙ୍କ ବିପକ୍ଷ କିଏ ? Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT31 ତେବେ ଏସମସ୍ତ ଦୃଷ୍ଟିରେ ଆମ୍ଭେମାନେ କଅଣ କହିବା? ଯଦି ଈଶ୍ବର ଆମ୍ଭମାନଙ୍କ ସପକ୍ଷ, ତେବେ ଆମ୍ଭମାନଙ୍କ ବିପକ୍ଷ କିଏ? Viz kapitolaପବିତ୍ର ବାଇବଲ31 ସେଥିପାଇଁ ଆମ୍ଭେ ଏହି ବିଷୟରେ କ’ଣ କହିବା? ଯଦି ପରମେଶ୍ୱର ଆମ୍ଭ ସହିତ ଅଛନ୍ତି, ତାହାହେଲେ କୌଣସି ଲୋକ ଆମ୍ଭକୁ ପରାଜିତ କରି ପାରିବ ନାହିଁ। Viz kapitola |