ରୋମୀୟ 8:37 - ପବିତ୍ର ବାଇବଲ (CL) NT (BSI)37 ଯେ ଆମ୍ଭମାନଙ୍କୁ ପ୍ରେମ କରୁଛନ୍ତି, ତାଙ୍କ ସାହାଯ୍ୟରେ ଆମେ ଏ ସବୁ ଉପରେ ବିଜୟୀ ହୋଇଛୁ। Viz kapitolaପବିତ୍ର ବାଇବଲ (Re-edited) - (BSI)37 ତଥାପି ଯେ ଆମ୍ଭମାନଙ୍କୁ ପ୍ରେମ କଲେ, ତାହାଙ୍କ ଦ୍ଵାରା ଆମ୍ଭେମାନେ ଏହିସମସ୍ତ ବିଷୟରେ ସର୍ବତୋଭାବେ ବିଜୟୀ ଅଟୁ। Viz kapitolaଓଡିଆ ବାଇବେଲ37 ତଥାପି ଯେ ଆମ୍ଭମାନଙ୍କୁ ପ୍ରେମ କଲେ, ତାହାଙ୍କ ଦ୍ୱାରା ଆମ୍ଭେମାନେ ଏହି ସମସ୍ତ ବିଷୟରେ ସର୍ବତୋଭାବେ ବିଜୟୀ ଅଟୁ । Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT37 ତଥାପି ଯେ ଆମ୍ଭମାନଙ୍କୁ ପ୍ରେମ କଲେ, ତାହାଙ୍କ ଦ୍ୱାରା ଆମ୍ଭେମାନେ ଏହି ସମସ୍ତ ବିଷୟରେ ସର୍ବତୋଭାବେ ବିଜୟୀ ଅଟୁ। Viz kapitolaପବିତ୍ର ବାଇବଲ37 କିନ୍ତୁ ଏସବୁରେ ଆମ୍ଭ ପ୍ରତି ପ୍ରେମ ପ୍ରଦର୍ଶିତ କରିଥିବା ପରମେଶ୍ୱରଙ୍କ ଦ୍ୱାରା ଆମ୍ଭେ ପୂର୍ଣ୍ଣ ବିଜୟୀ। Viz kapitola |