ରୋମୀୟ 8:4 - ପବିତ୍ର ବାଇବଲ (CL) NT (BSI)4 ତେଣୁ ବର୍ତ୍ତମାନ ଆମେ ମାନବ ପ୍ରକୃତିର ବଶବର୍ତ୍ତୀ ନ ହୋଇ ପବିତ୍ରଆତ୍ମାଙ୍କ ଦ୍ୱାରା ପରିଚାଳିତ ଏବଂ ଏହା ଦ୍ୱାରା ଆମ୍ଭେମାନେ ବ୍ୟବସ୍ଥାର ଯଥାର୍ଥ ଦାବୀ ପୂରଣ କରିଛୁ। Viz kapitolaପବିତ୍ର ବାଇବଲ (Re-edited) - (BSI)4 ଯେପରି ଶାରୀରିକ ଭାବାନୁସାରେ ଆଚରଣ ନ କରି ଆତ୍ମିକ ଭାବାନୁସାରେ ଆଚରଣ କରିଥାଉ ଯେ ଆମ୍ଭେମାନେ, ଆମ୍ଭମାନଙ୍କଠାରେ ବ୍ୟବସ୍ଥାର ଧର୍ମବିଧି ସଫଳ ହୁଏ। Viz kapitolaଓଡିଆ ବାଇବେଲ4 ଯେପରି ଶାରୀରିକ ଭାବାନୁସାରେ ଆଚରଣ ନ କରି ଆତ୍ମିକ ଭାବାନୁସାରେ ଆଚରଣ କରିଥାଉ ଯେ ଆମ୍ଭେମାନେ, ଆମ୍ଭମାନଙ୍କଠାରେ ମୋଶାଙ୍କ ବ୍ୟବସ୍ଥାର ଧର୍ମବିଧି ସଫଳ ହୁଏ । Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ଯେପରି ଆମ୍ଭେମାନେ ଶାରୀରିକ ଭାବାନୁସାରେ ଆଚରଣ ନ କରି ଆତ୍ମିକ ଭାବାନୁସାରେ ଆଚରଣ କରିଥାଉ, ଆମ୍ଭମାନଙ୍କଠାରେ ବ୍ୟବସ୍ଥାର ଧର୍ମବିଧି ସଫଳ ହୁଏ। Viz kapitolaପବିତ୍ର ବାଇବଲ4 ବ୍ୟବସ୍ଥା ଆମ୍ଭକୁ ଯେପରି ହେବା ପାଇଁ ଗ୍ଭହେଁ, ସେହିଭଳି ହେବା ପାଇଁ ପରମେଶ୍ୱର ଏପରି କଲେ। ଆମ୍ଭେ ଏବେ ପାପପୂର୍ଣ୍ଣ ମାନବ ସ୍ୱଭାବ ଅନୁସାରେ ନୁହେଁ ବରଂ ଆତ୍ମା ଅନୁସାରେ ଜୀବନଯାପନ କରୁଛୁ। Viz kapitola |