ରୋମୀୟ 9:19 - ପବିତ୍ର ବାଇବଲ (CL) NT (BSI)19 ତୁମ୍ଭମାନଙ୍କ ମଧ୍ୟରୁ କେହି ମୋତେ କହିପାରେ, “ତା’ହେଲେ, ଈଶ୍ୱର କାହିଁକି କାହାକୁ ଦୋଷୀ କରିବେ? କିଏ କଅଣ ଈଶ୍ୱରଙ୍କ ଇଚ୍ଛା ବିରୁଦ୍ଧରେ କିଛି କରିପାରିବ?” Viz kapitolaପବିତ୍ର ବାଇବଲ (Re-edited) - (BSI)19 ଏଥିରେ ତୁମ୍ଭେ ମୋତେ କହିବ, ତେବେ ସେ ଆଉ ଦୋଷ ଧରନ୍ତି କାହିଁକି? କାରଣ ତାହାଙ୍କର ଇଚ୍ଛା କିଏ ପ୍ରତିରୋଧ କରିପାରେ? Viz kapitolaଓଡିଆ ବାଇବେଲ19 ଏଥିରେ ତୁମ୍ଭେ ମୋତେ କହିବ, ତେବେ ସେ ଆଉ ଦୋଷ ଧରନ୍ତି କାହିଁକି ? କାରଣ ତାହାଙ୍କର ଇଚ୍ଛା କିଏ ପ୍ରତିରୋଧ କରି ପାରେ ? Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT19 ଏଥିରେ ତୁମ୍ଭେ ମୋତେ କହିବ, ତେବେ ସେ ଆଉ ଦୋଷ ଧରନ୍ତି କାହିଁକି? କାରଣ ତାହାଙ୍କର ଇଚ୍ଛା କିଏ ପ୍ରତିରୋଧ କରିପାରେ? Viz kapitolaପବିତ୍ର ବାଇବଲ19 ତା'ହେଲେ ତୁମ୍ଭେ ମୋତେ ପ୍ରଶ୍ନ କରି ପାର ଯେ “ସେ ଆମ୍ଭର ଦୋଷ କାହିଁକି ଧରନ୍ତି?” Viz kapitola |