ରୋମୀୟ 9:22 - ପବିତ୍ର ବାଇବଲ (CL) NT (BSI)22 ଈଶ୍ୱର ମଧ୍ୟ ଠିକ୍ ସେହିପରି କରିଛନ୍ତି। ସେ ଚାହୁଁଥିଲେ, ତାଙ୍କର କ୍ରୋଧ ପ୍ରଦର୍ଶନ କରିବାକୁ ଓ ପରାକ୍ରମ ପ୍ରକାଶ କରିବାକୁ। କିନ୍ତୁ ଯେଉଁମାନେ ତାଙ୍କ କ୍ରୋଧର ପାତ୍ର ହୋଇ ବିନଷ୍ଟ ହେବା ସୁନିଶ୍ଚିତ ଥିଲା, ସେମାନଙ୍କ ପ୍ରତି ଈଶ୍ୱର ଅତୀବ ସହନଶୀଳ ହେଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)22 କିନ୍ତୁ ଈଶ୍ଵର ଆପଣା କ୍ରୋଧ ପ୍ରଦର୍ଶନ କରିବା ନିମନ୍ତେ ଓ ଆପଣା ଶକ୍ତି ଜ୍ଞାତ କରାଇବା ନିମନ୍ତେ ଇଚ୍ଛା କଲେ ସୁଦ୍ଧା ଯଦି ବିନାଶାର୍ଥେ ପ୍ରସ୍ତୁତ ହୋଇଥିବା କ୍ରୋଧର ପାତ୍ରଗୁଡ଼ାକପ୍ରତି ଦୀର୍ଘସହିଷ୍ଣୁତା ସହ ଧୈର୍ଯ୍ୟ ଧରିଅଛନ୍ତି, Viz kapitolaଓଡିଆ ବାଇବେଲ22 କିନ୍ତୁ ଈଶ୍ୱର ଆପଣା କ୍ରୋଧ ପ୍ରଦର୍ଶନ କରିବା ନିମନ୍ତେ ଓ ଆପଣା ଶକ୍ତି ଜ୍ଞାତ କରାଇବା ନିମନ୍ତେ ଇଚ୍ଛା କଲେ ସୁଦ୍ଧା ଯଦି ବିନାଶାର୍ଥେ ପ୍ରସ୍ତୁତ ହୋଇଥିବା କ୍ରୋଧର ପାତ୍ରଗୁଡ଼ାକ ପ୍ରତି ଦୀର୍ଘସହିଷ୍ଣୁତା ସହ ଧୈର୍ଯ୍ୟ ଧରିଅଛନ୍ତି, Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT22 କିନ୍ତୁ ଈଶ୍ବର ଆପଣା କ୍ରୋଧ ପ୍ରଦର୍ଶନ କରିବା ନିମନ୍ତେ ଓ ଆପଣା ଶକ୍ତି ଜ୍ଞାତ କରାଇବା ନିମନ୍ତେ ଇଚ୍ଛା କଲେ ସୁଦ୍ଧା ଯଦି ବିନାଶାର୍ଥେ ପ୍ରସ୍ତୁତ ହୋଇଥିବା କ୍ରୋଧର ପାତ୍ରଗୁଡ଼ିକ ପ୍ରତି ଦୀର୍ଘସହିଷ୍ଣୁତା ସହ ଧୈର୍ଯ୍ୟ ଧରିଅଛନ୍ତି, Viz kapitolaପବିତ୍ର ବାଇବଲ22 ଠିକ୍ ସେହିଭଳି ପରମେଶ୍ୱର ମଧ୍ୟ ନିଜର କ୍ରୋଧ ଓ ଶକ୍ତି ପ୍ରଦର୍ଶନ କରିବା ପାଇଁ ଗ୍ଭହିଁଥିଲେ। ସେ ଖୁବ୍ ଧୈର୍ଯ୍ୟର ସହିତ ତାହାଙ୍କ କ୍ରୋଧ ଓ ବିନାଶ ପାତ୍ରମାନଙ୍କୁ ସହି ନେଇଥିଲେ। Viz kapitola |