ରୋମୀୟ 9:32 - ପବିତ୍ର ବାଇବଲ (CL) NT (BSI)32 ଏହାର କାରଣ ହେଉଛି, ସେମାନେ ନିଜ ଚେଷ୍ଟା ଉପରେ ନିର୍ଭର କରୁଥିଲେ, ବିଶ୍ୱାସ ଉପରେ ନୁହେଁ। ସେଥିପାଇଁ ସେମାନେ ବାଧା ଦେଉଥିବା ପ୍ରସ୍ତରରେ ଆଘାତ ପାଇ ଝୁଣ୍ଟି ପଡ଼ିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)32 କାହିଁକି? କାରଣ ସେମାନେ ବିଶ୍ଵାସ ଦ୍ଵାରା ତାହା ନ ଖୋଜି କର୍ମ ଦ୍ଵାରା ଖୋଜୁଥିଲେ। ସେମାନେ ସେହି ବାଧାଜନକ ପ୍ରସ୍ତରରେ ଝୁଣ୍ଟି ପଡ଼ିଲେ, Viz kapitolaଓଡିଆ ବାଇବେଲ32 କାହିଁକି ? କାରଣ ସେମାନେ ବିଶ୍ୱାସ ଦ୍ୱାରା ତାହା ନ ଖୋଜି କର୍ମ ଦ୍ୱାରା ଖୋଜୁଥିଲେ । ସେମାନେ ସେହି ବାଧାଜନକ ପ୍ରସ୍ତରରେ ଝୁଣ୍ଟି ପଡ଼ିଲେ, Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT32 କାହିଁକି? କାରଣ ସେମାନେ ବିଶ୍ୱାସ ଦ୍ୱାରା ତାହା ନ ଖୋଜି କର୍ମ ଦ୍ୱାରା ଖୋଜୁଥିଲେ। ସେମାନେ ସେହି ବାଧାଜନକ ପ୍ରସ୍ତରରେ ଝୁଣ୍ଟି ପଡ଼ିଲେ, Viz kapitolaପବିତ୍ର ବାଇବଲ32 କାରଣ ସେମାନଙ୍କର ବିଶ୍ୱାସ ନ ଥିଲା ଯେ ସେମାନେ ନିଜର କାର୍ଯ୍ୟ ଦ୍ୱାରା ଧାର୍ମିକ ହେବା ପାଇଁ ଚେଷ୍ଟା କଲେ ତେଣୁ ସେମାନେ ଝୁଣ୍ଟି ପଡ଼ିବା ପଥରରେ ଝୁଣ୍ଟି ପଡ଼ିଲେ। Viz kapitola |