ରୋମୀୟ 9:5 - ପବିତ୍ର ବାଇବଲ (CL) NT (BSI)5 ଆମ ବିଖ୍ୟାଦ ଇହୁଦୀ ପୂର୍ବପୁରୁଷମାନଙ୍କର ସେମାନେ ବଂଶଧର ଏବଂ ମାନବ ରୂପେ ଖ୍ରୀଷ୍ଟ ସେହି ବଂଶରୁ ଜାତ। ସର୍ବାଧିପତି ଈଶ୍ୱର ଯୁଗେ ଯୁଗେ ଧନ୍ୟ ହୁଅନ୍ତୁ। Viz kapitolaପବିତ୍ର ବାଇବଲ (Re-edited) - (BSI)5 ପିତୃପୁରୁଷମାନେ ସେମାନଙ୍କର, ଆଉ ଶାରୀରିକ- ଭାବେ ସେମାନଙ୍କ ମଧ୍ୟରୁ ଖ୍ରୀଷ୍ଟ ଉତ୍ପନ୍ନ; ସେହି ସର୍ବାଧିପତି ଈଶ୍ଵର ଯୁଗେ ଯୁଗେ ଧନ୍ୟ , ଆମେନ୍। Viz kapitolaଓଡିଆ ବାଇବେଲ5 ପିତୃପୁରୁଷମାନେ ସେମାନଙ୍କର, ଆଉ ଶାରୀରିକଭାବେ ସେମାନଙ୍କ ମଧ୍ୟରୁ ଖ୍ରୀଷ୍ଟ ଉତ୍ପନ୍ନ; ସେହି ସର୍ବାଧିପତି ଈଶ୍ୱର ଯୁଗେ ଯୁଗେ ଧନ୍ୟ, ଆମେନ୍ । Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ପିତୃ-ପୁରୁଷମାନେ ସେମାନଙ୍କର, ଆଉ ଶାରୀରିକ-ଭାବେ ସେମାନଙ୍କ ମଧ୍ୟରୁ ଖ୍ରୀଷ୍ଟ ଉତ୍ପନ୍ନ; ସେହି ସର୍ବାଧିପତି ଈଶ୍ବର ଯୁଗେ ଯୁଗେ ଧନ୍ୟ, ଆମେନ୍। Viz kapitolaପବିତ୍ର ବାଇବଲ5 ସେମାନେ ଆମ ପୂର୍ବପୁରୁଷମାନଙ୍କର ବଂଶଧର ଅଟନ୍ତି। ସେମାନେ ସଂସାରରେ ଖ୍ରୀଷ୍ଟଙ୍କର ପରିବାର। ସମସ୍ତ ବିଷୟରେ ଖ୍ରୀଷ୍ଟ ପରମେଶ୍ୱର ଅଟନ୍ତି। ତାହାଙ୍କୁ ସର୍ବଦା ପ୍ରଶଂସା କର ଆମେନ୍। Viz kapitola |