ଲେବୀୟ ପୁସ୍ତକ 2:5 - ପବିତ୍ର ବାଇବଲ (Re-edited) - (BSI)5 ଆଉ ଯେବେ ପଲମରେ ଭଜା ଦ୍ରବ୍ୟ ତୁମ୍ଭର ଭକ୍ଷ୍ୟ-ନୈବେଦ୍ୟ ହୁଏ, ତେବେ ତାହା ତୈଳମିଶ୍ରିତ ଓ ତାଡ଼ିଶୂନ୍ୟ ସରୁ ମଇଦାର ପିଠା ହେବ। Viz kapitolaଓଡିଆ ବାଇବେଲ5 ଆଉ ଯଦି ପଲମରେ ଭଜା ଦ୍ରବ୍ୟ ତୁମ୍ଭର ଭକ୍ଷ୍ୟ ନୈବେଦ୍ୟ ହୁଏ, ତେବେ ତାହା ତୈଳ ମିଶ୍ରିତ ଓ ତାଡ଼ିଶୂନ୍ୟ ସରୁ ମଇଦାର ପିଠା ହେବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ଆଉ ଯଦି ପଲମରେ ଭଜା ଦ୍ରବ୍ୟ ତୁମ୍ଭର ଭକ୍ଷ୍ୟ ନୈବେଦ୍ୟ ହୁଏ, ତେବେ ତାହା ତୈଳ ମିଶ୍ରିତ ଓ ତାଡ଼ିଶୂନ୍ୟ ସରୁ ମଇଦାର ପିଠା ହେବ। Viz kapitolaପବିତ୍ର ବାଇବଲ5 ପୁଣି ଯଦି ନୈବେଦ୍ୟ କରେଇରେ ସେକା ହୋଇଥିବା ପିଠା ହୁଏ, ତେବେ ଏହା ନିଶ୍ଚିତ ତାଡ଼ିଶୂନ୍ୟ ସରୁ ମଇଦାରୁ ତିଆରି ହୋଇ ତୈଳରେ ଭଜା ହୋଇ ତିଆରି ହୋଇଥିବ। Viz kapitola |