ଫିଲିପୀୟ 2:22 - ପବିତ୍ର ବାଇବଲ (Re-edited) - (BSI)22 ସେ ଯେ ପରୀକ୍ଷାସିଦ୍ଧ ଲୋକ, ଏହା ତୁମ୍ଭେମାନେ ଜାଣ; ପୁତ୍ର ପିତାର ସେବା କଲା ପରି ସେ ତ ସୁସମାଚାର କାର୍ଯ୍ୟରେ ମୋʼ ସହିତ ସେବା କରିଥିଲେ। Viz kapitolaଓଡିଆ ବାଇବେଲ22 ସେ ଯେ ପରୀକ୍ଷାସିଦ୍ଧ ଲୋକ, ଏହା ତୁମ୍ଭେମାନେ ଜାଣ; ପୁତ୍ର ପିତାର ସେବା କଲାପରି ସେ ତ ସୁସମାଚାର କାର୍ଯ୍ୟରେ ମୋ' ସହିତ ସେବା କରିଥିଲେ । Viz kapitolaପବିତ୍ର ବାଇବଲ (CL) NT (BSI)22 ତୁମେ ଜାଣ, ତୀମଥି କିପରି ତାଙ୍କର ଯୋଗ୍ୟତା ପ୍ରମାଣିତ କରିଛନ୍ତି, କିପରି ସେ ଆଉ ମୁଁ ପୁତ୍ର ଓ ପିତା ପରି ସୁସମାଚାର ପ୍ରଚାର କାର୍ଯ୍ୟରେ ମିଳିମିଶି ଉଦ୍ୟମ କରୁଛୁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT22 ସେ ଯେ ପରୀକ୍ଷାସିଦ୍ଧ ଲୋକ, ଏହା ତୁମ୍ଭେମାନେ ଜାଣ; ପୁତ୍ର ପିତାର ସେବା କଲା ପରି ସେ ତ ସୁସମାଚାର କାର୍ଯ୍ୟରେ ମୋʼ ସହିତ ସେବା କରିଥିଲେ। Viz kapitolaପବିତ୍ର ବାଇବଲ22 ତୁମ୍ଭେମାନେ ଜାଣିଛ ଯେ ତୀମଥି କି ପ୍ରକାରର ଲୋକ। ପୁତ୍ର ଯେପରି ପିତାର ସେବା କରେ, ସେହିପରି ସେ ମୋ’ ସହିତ ସୁସମାଗ୍ଭର କହିବା ସମୟରେ ମୋର ସେବା କରିଛନ୍ତି; ଏ କଥା ତୁମ୍ଭେମାନେ ଜାଣ। Viz kapitola |