ଫିଲିପୀୟ 4:15 - ପବିତ୍ର ବାଇବଲ (Re-edited) - (BSI)15 ହେ ଫିଲିପ୍ପୀୟମାନେ, ତୁମ୍ଭେମାନେ ମଧ୍ୟ ନିଜେ ଜାଣ ଯେ, ସୁସମାଚାର ପ୍ରଚାର କରିବା ଆରମ୍ଭ ସମୟରେ ଯେତେବେଳେ ମୁଁ ମାକିଦନିଆରୁ ପ୍ରସ୍ଥାନ କଲି, ସେତେବେଳେ ତୁମ୍ଭମାନଙ୍କ ବିନା ଆଉ କୌଣସି ମଣ୍ତଳୀ ମୋହର ସହଭାଗୀ ହୋଇ ମୋʼ ସହିତ ଦେବା ନେବାର ହିସାବ ରଖି ନ ଥିଲେ। Viz kapitolaଓଡିଆ ବାଇବେଲ15 ହେ ଫିଲିପ୍ପୀୟମାନେ, ତୁମ୍ଭେମାନେ ମଧ୍ୟ ନିଜେ ଜାଣ ଯେ, ସୁସମାଚାର ପ୍ରଚାର କରିବା ଆରମ୍ଭ ସମୟରେ ଯେତେବେଳେ ମୁଁ ମାକିଦନିଆରୁ ପ୍ରସ୍ଥାନ କଲି, ସେତେବେଳେ ତୁମ୍ଭମାନଙ୍କ ବିନା ଆଉ କୌଣସି ମଣ୍ଡଳୀ ମୋହର ସହଭାଗୀ ହୋଇ ମୋ' ସହିତ ଦେବା ନେବାର ହିସାବ ରଖି ନ ଥିଲେ । Viz kapitolaପବିତ୍ର ବାଇବଲ (CL) NT (BSI)15 ହେ ଫିଲିପୀୟ ଭାଇମାନେ, ତୁମର ସ୍ପଷ୍ଟ ମନେଥିବ, କିପରି ସୁସମାଚାର ପ୍ରଚାର ଆରମ୍ଭ କରିବା ସମୟରେ, ମୁଁ ଯେତେବେଳେ ମାସିଦୋନିଆ ପରିତ୍ୟାଗ କଲି, କେବଳ ତୁମର ମଣ୍ଡଳୀ ମୋତେ ସାହାଯ୍ୟ କରିଥିଲା, କେବଳ ତୁମ୍ଭେମାନେ ମୋର ଲାଭ ଓ କ୍ଷତିର ଅଂଶୀଦାର ହୋଇଥିଲ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ହେ ଫିଲିପ୍ପୀୟମାନେ, ତୁମ୍ଭେମାନେ ମଧ୍ୟ ନିଜେ ଜାଣ ଯେ, ସୁସମାଚାର ପ୍ରଚାର କରିବା ଆରମ୍ଭ ସମୟରେ ଯେତେବେଳେ ମୁଁ ମାକିଦନିଆରୁ ପ୍ରସ୍ଥାନ କଲି, ସେତେବେଳେ ତୁମ୍ଭମାନଙ୍କ ବିନା ଆଉ କୌଣସି ମଣ୍ଡଳୀ ମୋହର ସହଭାଗୀ ହୋଇ ମୋʼ ସହିତ ଦେବା ନେବାର ହିସାବ ରଖି ନ ଥିଲେ। Viz kapitolaପବିତ୍ର ବାଇବଲ15 ମୁଁ ଯେତେବେଳେ ସେଠାରେ ସୁସମାଗ୍ଭର ପ୍ରଗ୍ଭର ଆରମ୍ଭ କଲି, ସେତେବେଳେ ତୁମ୍ଭେ ଫିଲିପ୍ପୀବାସୀ, ତାହା ମନେ ରଖିଛ। ମୁଁ ଯେତେବେଳେ ମାକିଦନିଆ ଛାଡ଼ିଲି, ସେତେବେଳେ କେବଳ ତୁମ୍ଭର ମଣ୍ଡଳୀ ମୋତେ ସାହାଯ୍ୟ ଦେଇଥିଲା। Viz kapitola |