1 ବଂଶାବଳୀ 1:48 - ପବିତ୍ର ବାଇବଲ48 ସମ୍ଳଙ୍କ ମୃତ୍ୟୁ ପରେ ଶୌଲ୍ ନୂତନ ରାଜା ହେଲେ। ଶୌଲ୍ ଫରାତ୍ ନଦୀ କୂଳସ୍ଥ ରହୋବୋତରୁ ଆସିଥିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)48 ପୁଣି ସମ୍ଳ ମରନ୍ତେ, (ଫରାତ୍) ନଦୀ ନିକଟସ୍ଥ ରହୋବତ୍ ନିବାସୀ ଶୌଲ୍ ତାଙ୍କର ପଦରେ ରାଜ୍ୟ କଲେ। Viz kapitolaଓଡିଆ ବାଇବେଲ48 ପୁଣି, ସମ୍ଳ ମରନ୍ତେ, (ଫରାତ୍) ନଦୀ ନିକଟସ୍ଥ ରହୋବୋତ୍ ନିବାସୀ ଶୌଲ ତାଙ୍କର ପଦରେ ରାଜ୍ୟ କଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT48 ପୁଣି, ସମ୍ଳ ମରନ୍ତେ, (ଫରାତ୍) ନଦୀ ନିକଟସ୍ଥ ରହୋବୋତ୍ ନିବାସୀ ଶୌଲ ତାଙ୍କର ପଦରେ ରାଜ୍ୟ କଲେ। Viz kapitola |