Online Bible

- Reklamy -




1 ବଂଶାବଳୀ 10:12 - ପବିତ୍ର ବାଇବଲ

12 ଯାବେଶ୍-ଗିଲିୟଦର ସମସ୍ତ ସାହସୀ ଲୋକମାନେ ଶାଉଲ ଓ ତାଙ୍କର ପୁତ୍ରମାନଙ୍କର ମୃତ ଶରୀର ଆଣିବା ନିମନ୍ତେ ଗଲେ ଓ ନେଇ ଆସିଲେ। ଯାବେଶସ୍ଥିତ ଏକ ବିରାଟ ବୃକ୍ଷ ତଳେ ସେମାନଙ୍କ ଅସ୍ଥିକୁ କବର ଦେଲେ। ଏହା ପରେ ସେମାନେ ସାତ ଦିନ ପର୍ଯ୍ୟନ୍ତ ଉପବାସ କଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

12 ସମସ୍ତ ବିକ୍ରମଶାଳୀ ଲୋକ ଉଠି ଶାଉଲଙ୍କର ଶରୀର ଓ ତାଙ୍କର ପୁତ୍ରମାନଙ୍କ ଶରୀର ଯାବେଶ୍କୁ ନେଇ ଆସିଲେ ଓ ଯାବେଶ୍ସ୍ଥ ଅଲୋନ ବୃକ୍ଷ ମୂଳେ ସେମାନଙ୍କର ଅସ୍ଥି ପୋତି ସାତ ଦିନ ଉପବାସ କଲେ।

Viz kapitola kopírovat

ଓଡିଆ ବାଇବେଲ

12 ସମସ୍ତ ବିକ୍ରମଶାଳୀ ଲୋକ ଉଠି ଶାଉଲଙ୍କର ଶରୀର ଓ ତାଙ୍କର ପୁତ୍ରମାନଙ୍କ ଶରୀର ଯାବେଶ୍‍କୁ ନେଇ ଆସିଲେ ଓ ଯାବେଶ୍‍ସ୍ଥ ଅଲୋନ ବୃକ୍ଷ ମୂଳେ ସେମାନଙ୍କର ଅସ୍ଥି ପୋତି ସାତ ଦିନ ଉପବାସ କଲେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ସମସ୍ତ ବିକ୍ରମଶାଳୀ ଲୋକ ଉଠି ଶାଉଲଙ୍କର ଶରୀର ଓ ତାଙ୍କର ପୁତ୍ରମାନଙ୍କ ଶରୀର ଯାବେଶକୁ ନେଇ ଆସିଲେ ଓ ଯାବେଶସ୍ଥ ଅଲୋନ ବୃକ୍ଷ ମୂଳେ ସେମାନଙ୍କର ଅସ୍ଥି ପୋତି ସାତ ଦିନ ଉପବାସ କଲେ।

Viz kapitola kopírovat




1 ବଂଶାବଳୀ 10:12

Následuj nás:

Reklamy


Reklamy