1 ବଂଶାବଳୀ 10:7 - ପବିତ୍ର ବାଇବଲ7 ଉପତ୍ୟକାରେ ବାସ କରୁଥିବା ସମସ୍ତ ଇସ୍ରାଏଲୀୟ ଯେତେବେଳେ ଅନାଇ ଦେଖିଲେ ଯେ, ସେମାନଙ୍କର ସୈନ୍ୟଦଳ ପଳାୟନ କରିଅଛନ୍ତି ଏବଂ ଶାଉଲ ଓ ତାଙ୍କର ପୁତ୍ରମାନେ ମୃତ୍ୟୁବରଣ କରିଅଛନ୍ତି, ତେଣୁ ସେମାନେ ନିଜର ସହର ଛାଡ଼ି ପଳାୟନ କଲେ। ଏବଂ ପଲେଷ୍ଟୀୟ ଲୋକମାନେ ସେହି ସହରଗୁଡ଼ିକରେ ବସବାସ କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)7 ଏଉତ୍ତାରେ ଇସ୍ରାଏଲ-ଲୋକମାନେ ପଳାଇଲେ, ଆଉ ଶାଉଲ ଓ ତାଙ୍କର ପୁତ୍ରମାନେ ମଲେ, ଏହା ଦେଖି ତଳଭୂମିସ୍ଥ ସମସ୍ତ ଇସ୍ରାଏଲ ଲୋକ ଆପଣାମାନଙ୍କ ନଗରସବୁ ପରିତ୍ୟାଗ କରି ପଳାଇଲେ; ତହୁଁ ପଲେଷ୍ଟୀୟମାନେ ଆସି ତହିଁ ମଧ୍ୟରେ ବାସ କଲେ। Viz kapitolaଓଡିଆ ବାଇବେଲ7 ଏଉତ୍ତାରେ ଇସ୍ରାଏଲ ଲୋକମାନେ ପଳାଇଲେ, ଆଉ ଶାଉଲ ଓ ତାଙ୍କର ପୁତ୍ରମାନେ ମଲେ, ଏହା ଦେଖି ତଳଭୂମିସ୍ଥ ସମସ୍ତ ଇସ୍ରାଏଲ ଲୋକ ଆପଣାମାନଙ୍କ ନଗରସବୁ ପରିତ୍ୟାଗ କରି ପଳାଇଲେ; ତହୁଁ ପଲେଷ୍ଟୀୟମାନେ ଆସି ତହିଁ ମଧ୍ୟରେ ବାସ କଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ଏଉତ୍ତାରେ ଇସ୍ରାଏଲ ଲୋକମାନେ ପଳାଇଲେ, ଆଉ ଶାଉଲ ଓ ତାଙ୍କର ପୁତ୍ରମାନେ ମଲେ, ଏହା ଦେଖି ତଳଭୂମିସ୍ଥ ସମସ୍ତ ଇସ୍ରାଏଲ ଲୋକ ଆପଣାମାନଙ୍କ ନଗରସବୁ ପରିତ୍ୟାଗ କରି ପଳାଇଲେ; ତହୁଁ ପଲେଷ୍ଟୀୟମାନେ ଆସି ତହିଁ ମଧ୍ୟରେ ବାସ କଲେ। Viz kapitola |