1 ବଂଶାବଳୀ 11:11 - ପବିତ୍ର ବାଇବଲ11 ଦାଉଦଙ୍କ ବିଶେଷ ସୈନ୍ୟଗଣଙ୍କର ତାଲିକା ଏହି ପ୍ରକାରରେ ଥିଲା: ହକ୍ମୋନୀୟ ଯାଶ୍ବିୟାମ୍। ଯାଶ୍ବିୟାମ୍ ରଥାଧିକାରୀମାନଙ୍କ ନେତା ଥିଲା। ଯାଶ୍ବିୟାମ୍ ନିଜର ବର୍ଚ୍ଛା ଦ୍ୱାରା ଏକା ଥରକେ 300 ଲୋକଙ୍କୁ ବଧ କରିଥିଲା। Viz kapitolaପବିତ୍ର ବାଇବଲ (Re-edited) - (BSI)11 ଦାଉଦଙ୍କର ବୀରମାନଙ୍କ ସଂଖ୍ୟା; ଜଣେ ହକ୍ମୋନୀୟର ପୁତ୍ର ଯାଶ୍ବୀୟାମ୍ ତିରିଶ ଜଣଙ୍କ ମଧ୍ୟରେ ପ୍ରଧାନ ଥିଲା; ସେ ତିନି ଶହ ଲୋକ ଉପରେ ଆପଣା ବର୍ଚ୍ଛା ଚଳାଇ ଏକା ବେଳେ ସେମାନଙ୍କୁ ବଧ କରିଥିଲା। Viz kapitolaଓଡିଆ ବାଇବେଲ11 ଦାଉଦଙ୍କର ବୀରମାନଙ୍କ ସଂଖ୍ୟା; ଜଣେ ହକ୍ମୋନୀୟର ପୁତ୍ର ଯାଶ୍ବୀୟାମ୍ ତିରିଶ ଜଣଙ୍କ ମଧ୍ୟରେ ପ୍ରଧାନ ଥିଲା; ସେ ତିନି ଶହ ଲୋକ ଉପରେ ଆପଣା ବର୍ଚ୍ଛା ଚଳାଇ ଏକା ବେଳେ ସେମାନଙ୍କୁ ବଧ କରିଥିଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ଦାଉଦଙ୍କର ବୀରମାନଙ୍କ ସଂଖ୍ୟା; ଜଣେ ହକ୍ମୋନୀୟର ପୁତ୍ର ଯାଶ୍ବୀୟାମ୍ ତିରିଶ ଜଣଙ୍କ ମଧ୍ୟରେ ପ୍ରଧାନ ଥିଲା; ସେ ତିନି ଶହ ଲୋକ ଉପରେ ଆପଣା ବର୍ଚ୍ଛା ଚଳାଇ ଏକାବେଳେ ସେମାନଙ୍କୁ ବଧ କରିଥିଲା। Viz kapitola |