1 ବଂଶାବଳୀ 11:15 - ପବିତ୍ର ବାଇବଲ15 ଥରେ, ଦାଉଦ ଅଦୁଲ୍ଲମ ଗୁମ୍ଫାରେ ଥିବା ବେଳେ, ଯେତେବେଳେ ପଲେଷ୍ଟୀୟ ସୈନ୍ୟମାନେ ରଫାୟୀମ ଉପତ୍ୟକାରେ ଛାଉଣି ପକାଇ ଥିଲେ, ତିରିଶ୍ ଜଣ ବୀରଙ୍କ ମଧ୍ୟରୁ ତିନି ଜଣ ଭୂମିରେ ସମ୍ପୂର୍ଣ୍ଣ ପେଟେଇ ପେଟେଇ ଦାଉଦଙ୍କ ନିକଟରେ ପହଞ୍ଚିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)15 ଆଉ ତିରିଶ ଜଣ ପ୍ରଧାନଙ୍କ ମଧ୍ୟରୁ ତିନି ଜଣ ଶୈଳକୁ, ଅର୍ଥାତ୍, ଅଦୁଲ୍ଲମ ଗୁମ୍ପାକୁ ଦାଉଦଙ୍କ କତିକି ଗଲେ। ସେତେବେଳେ ପଲେଷ୍ଟୀୟ ସୈନ୍ୟ ରଫାୟୀମ ଉପତ୍ୟକାରେ ଛାଉଣି ସ୍ଥାପନ କରିଥିଲେ। Viz kapitolaଓଡିଆ ବାଇବେଲ15 ଆଉ ତିରିଶ ଜଣ ପ୍ରଧାନଙ୍କ ମଧ୍ୟରୁ ତିନି ଜଣ ଶୈଳକୁ, ଅର୍ଥାତ୍, ଅଦୁଲ୍ଲମ ଗୁମ୍ଫାକୁ ଦାଉଦଙ୍କ ନିକଟକୁ ଗଲେ। ସେତେବେଳେ ପଲେଷ୍ଟୀୟ ସୈନ୍ୟ ରଫାୟୀମ ଉପତ୍ୟକାରେ ଛାଉଣି ସ୍ଥାପନ କରିଥିଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ଆଉ ତିରିଶ ଜଣ ପ୍ରଧାନଙ୍କ ମଧ୍ୟରୁ ତିନି ଜଣ ଶୈଳକୁ, ଅର୍ଥାତ୍, ଅଦୁଲ୍ଲମ ଗୁମ୍ଫାକୁ ଦାଉଦଙ୍କ ନିକଟକୁ ଗଲେ। ସେତେବେଳେ ପଲେଷ୍ଟୀୟ ସୈନ୍ୟ ରଫାୟୀମ ଉପତ୍ୟକାରେ ଛାଉଣି ସ୍ଥାପନ କରିଥିଲେ। Viz kapitola |