1 ବଂଶାବଳୀ 11:18 - ପବିତ୍ର ବାଇବଲ18 କିନ୍ତୁ ଏହି ତିନି ଜଣ ପଲେଷ୍ଟୀୟ ସୈନ୍ୟମାନଙ୍କ ସହିତ ଯୁଦ୍ଧ କରି କରି ସେମାନଙ୍କ ମଧ୍ୟଦେଇ ଗଲେ। ଏହି ତିନି ବ୍ୟକ୍ତି ବୈଥ୍ଲେହମ ନଗରର ଦ୍ୱାର ନିକଟରେ ଥିବା କୂପରୁ କିଛି ଜଳ ନେଲେ। ଏହା ପରେ ଏହି ତିନି ବୀର ସେହି ଜଳକୁ ନେଇ ଦାଉଦଙ୍କ ନିକଟକୁ ଆସିଲେ। କିନ୍ତୁ ଦାଉଦ ସେହି ଜଳପାନ କରିବାକୁ ମନା କଲେ। ସେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ନୈବେଦ୍ୟ ସ୍ୱରୂପେ ସେହି ଜଳକୁ ଭୂମିରେ ଢାଳିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)18 ତହିଁରେ ସେହି ତିନି ବୀର ପଲେଷ୍ଟୀୟମାନଙ୍କ ସୈନ୍ୟ ମଧ୍ୟଦେଇ ପଶିଯାଇ ବେଥଲିହିମ-ନଗରଦ୍ଵାର-ନିକଟସ୍ଥ କୂପରୁ ଜଳ କାଢ଼ି ଦାଉଦଙ୍କ ନିକଟକୁ ତାହା ଆଣିଲେ; ମାତ୍ର ଦାଉଦ ତହିଁରୁ ପାନ କରିବାକୁ ସମ୍ମତ ନୋହି ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ତାହା ଢାଳିଦେଲେ, ଆଉ କହିଲେ, Viz kapitolaଓଡିଆ ବାଇବେଲ18 ତହିଁରେ ସେହି ତିନି ବୀର ପଲେଷ୍ଟୀୟମାନଙ୍କ ସୈନ୍ୟ ମଧ୍ୟଦେଇ ପଶିଯାଇ ବେଥଲିହିମ-ନଗରଦ୍ୱାର-ନିକଟସ୍ଥ କୂପରୁ ଜଳ କାଢ଼ି ଦାଉଦଙ୍କ ନିକଟକୁ ତାହା ଆଣିଲେ; ମାତ୍ର ଦାଉଦ ତହିଁରୁ ପାନ କରିବାକୁ ସମ୍ମତ ନ ହୋଇ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ତାହା ଢାଳିଦେଲେ, ଆଉ କହିଲେ, Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 ତହିଁରେ ସେହି ତିନି ବୀର ପଲେଷ୍ଟୀୟମାନଙ୍କ ସୈନ୍ୟ ମଧ୍ୟଦେଇ ପଶିଯାଇ ବେଥଲିହିମ-ନଗରଦ୍ୱାର ନିକଟସ୍ଥ କୂପରୁ ଜଳ କାଢ଼ି ଦାଉଦଙ୍କ ନିକଟକୁ ତାହା ଆଣିଲେ; ମାତ୍ର ଦାଉଦ ତହିଁରୁ ପାନ କରିବାକୁ ସମ୍ମତ ନ ହୋଇ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ତାହା ଢାଳିଦେଲେ, ଆଉ କହିଲେ, Viz kapitola |