Online Bible

- Reklamy -

1 ବଂଶାବଳୀ 11:20 - ପବିତ୍ର ବାଇବଲ

20 ଯୋୟାବଙ୍କ ଭ୍ରାତା ଅବୀଶୟ, ଏହି ତିନି ବୀରଙ୍କର ନେତା ଥିଲେ। ସେ ନିଜର ବର୍ଚ୍ଛା ଦ୍ୱାରା 300 ଲୋକଙ୍କ ସହିତ ଯୁଦ୍ଧ କରିଥିଲେ ଓ ସେମାନଙ୍କୁ ବଧ କରିଥିଲେ। ଅବୀଶୟ ମଧ୍ୟ ଏହି ତିନି ବୀରଙ୍କ ତୁଲ୍ୟ ସୁପ୍ରସିଦ୍ଧ ଥିଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

20 ସେହି ତିନି ଜଣଙ୍କ ମଧ୍ୟରେ ଯୋୟାବର ଭ୍ରାତା ଅବୀଶୟ ପ୍ରଧାନ ଥିଲା; କାରଣ ସେ ତିନି ଶହ ଲୋକ ବିରୁଦ୍ଧରେ ଆପଣା ବର୍ଚ୍ଛା ଉଠାଇ ସେମାନଙ୍କୁ ବଧ କରିଥିଲା; ଏଣୁ ସେ ଏହି ତିନିଙ୍କ ମଧ୍ୟରେ ନାମ ପାଇଲା।

Viz kapitola kopírovat

ଓଡିଆ ବାଇବେଲ

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

20 ସେହି ତିନି ଜଣଙ୍କ ମଧ୍ୟରେ ଯୋୟାବର ଭ୍ରାତା ଅବୀଶୟ ପ୍ରଧାନ ଥିଲା; କାରଣ ସେ ତିନି ଶହ ଲୋକ ବିରୁଦ୍ଧରେ ଆପଣା ବର୍ଚ୍ଛା ଉଠାଇ ସେମାନଙ୍କୁ ବଧ କରିଥିଲା; ଏଣୁ ସେ ଏହି ତିନିଙ୍କ ମଧ୍ୟରେ ନାମ ପାଇଲା।

Viz kapitola kopírovat

1 ବଂଶାବଳୀ 11:20

Následuj nás:

Reklamy

Reklamy