1 ବଂଶାବଳୀ 11:25 - ପବିତ୍ର ବାଇବଲ25 ବନାୟ ତିରିଶ୍ ଜଣ ବୀରଙ୍କଠାରୁ ମଧ୍ୟ ବିଖ୍ୟାତ ଥିଲେ, କିନ୍ତୁ ସେ ତିନି ବୀରଙ୍କ ମଧ୍ୟରୁ ଜଣେ ନ ଥିଲେ। ଦାଉଦ ବନାୟଙ୍କୁ ତାଙ୍କର ଅଙ୍ଗରକ୍ଷୀମାନଙ୍କ ନେତା ଭାବରେ ମନୋନୀତ କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)25 ଦେଖ, ସେ ତିରିଶ ଜଣଙ୍କ ଅପେକ୍ଷା ଅଧିକ ମର୍ଯ୍ୟାଦାପନ୍ନ ଥିଲା, ତଥାପି ସେ ପ୍ରଥମ ତିନି ଜଣଙ୍କ ତୁଲ୍ୟ ନ ଥିଲା; ଆଉ ଦାଉଦ ତାହାକୁ ଆପଣା ପ୍ରହରୀ-ଦଳ ଉପରେ ନିଯୁକ୍ତ କଲେ। Viz kapitolaଓଡିଆ ବାଇବେଲ25 ଦେଖ, ସେ ତିରିଶ ଜଣଙ୍କ ଅପେକ୍ଷା ଅଧିକ ମର୍ଯ୍ୟାଦାପନ୍ନ ଥିଲା, ତଥାପି ସେ ପ୍ରଥମ ତିନି ଜଣଙ୍କ ତୁଲ୍ୟ ନ ଥିଲା; ଆଉ ଦାଉଦ ତାହାକୁ ଆପଣା ପ୍ରହରୀ-ଦଳ ଉପରେ ନିଯୁକ୍ତ କଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT25 ଦେଖ, ସେ ତିରିଶ ଜଣଙ୍କ ଅପେକ୍ଷା ଅଧିକ ମର୍ଯ୍ୟାଦାପନ୍ନ ଥିଲା, ତଥାପି ସେ ପ୍ରଥମ ତିନି ଜଣଙ୍କ ତୁଲ୍ୟ ନ ଥିଲା; ଆଉ ଦାଉଦ ତାହାକୁ ଆପଣା ପ୍ରହରୀ-ଦଳ ଉପରେ ନିଯୁକ୍ତ କଲେ। Viz kapitola |