Online Bible

- Reklamy -




1 ବଂଶାବଳୀ 11:42 - ପବିତ୍ର ବାଇବଲ

42 ରୁବେ‌ନଙ୍କ ପରିବାରବର୍ଗରୁ ଶୀଷାଙ୍କ ପୁତ୍ର ଅଦୀନା। (ସେ ରୁବେନ୍ ପରିବାର ବର୍ଗର ମୁଖ୍ୟ ଥିଲେ, ଏବଂ ତାଙ୍କ ସହିତ ତିରିଶ୍ ଜଣ ସୈନ୍ୟ ଥିଲେ।);

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

42 ରୁବେନୀୟ ଶୀଷାର ପୁତ୍ର ଅଦୀନା, ଏ ରୁବେନୀୟମାନଙ୍କର ଜଣେ ପ୍ରଧାନ ଥିଲା ଓ ତାହା ସଙ୍ଗେ ତିରିଶ ଜଣ ଥିଲେ;

Viz kapitola kopírovat

ଓଡିଆ ବାଇବେଲ

42 ରୁବେନୀୟ ଶୀଷାର ପୁତ୍ର ଅଦୀନା, ଏ ରୁବେନୀୟମାନଙ୍କର ଜଣେ ପ୍ରଧାନ ଥିଲା ଓ ତାହା ସଙ୍ଗେ ତିରିଶ ଜଣ ଥିଲେ;

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

42 ରୁବେନୀୟ ଶୀଷାର ପୁତ୍ର ଅଦୀନା, ଏ ରୁବେନୀୟମାନଙ୍କର ଜଣେ ପ୍ରଧାନ ଥିଲା ଓ ତାହା ସଙ୍ଗେ ତିରିଶ ଜଣ ଥିଲେ;

Viz kapitola kopírovat




1 ବଂଶାବଳୀ 11:42

Následuj nás:

Reklamy


Reklamy