1 ବଂଶାବଳୀ 12:16 - ପବିତ୍ର ବାଇବଲ16 ସେହି ଦୁର୍ଗରେ ବିନ୍ୟାମୀନ ଓ ଯିହୁଦା ଗୋଷ୍ଠୀର ଲୋକମାନେ ମଧ୍ୟ ଆସି ଦାଉଦଙ୍କ ସହିତ ଯୋଗ ଦେଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)16 ଆହୁରି ବିନ୍ୟାମୀନ ଓ ଯିହୁଦା-ସନ୍ତାନମାନଙ୍କ ମଧ୍ୟରୁ କେତେ ଲୋକ ଦୁର୍ଗ-ସ୍ଥାନକୁ ଦାଉଦଙ୍କ କତିକି ଆସିଲେ। Viz kapitolaଓଡିଆ ବାଇବେଲ16 ଆହୁରି ବିନ୍ୟାମୀନ୍ ଓ ଯିହୁଦା-ସନ୍ତାନମାନଙ୍କ ମଧ୍ୟରୁ କେତେ ଲୋକ ଦୁର୍ଗ-ସ୍ଥାନକୁ ଦାଉଦଙ୍କ ନିକଟକୁ ଆସିଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ଆହୁରି ବିନ୍ୟାମୀନ୍ ଓ ଯିହୁଦା-ସନ୍ତାନମାନଙ୍କ ମଧ୍ୟରୁ କେତେ ଲୋକ ଦୁର୍ଗ-ସ୍ଥାନକୁ ଦାଉଦଙ୍କ ନିକଟକୁ ଆସିଲେ। Viz kapitola |