1 ବଂଶାବଳୀ 12:23 - ପବିତ୍ର ବାଇବଲ23 ହିବ୍ରୋଣ ସହରରେ ଦାଉଦଙ୍କ ନିକଟକୁ ଆସିଥିବା ଲୋକମାନଙ୍କର ସଂଖ୍ୟା ଏହିପରି ଥିଲା। ଏହି ଲୋକମାନେ ଯୁଦ୍ଧ ନିମନ୍ତେ ସଦା ପ୍ରସ୍ତୁତ ଥିଲେ। ସେମାନେ ଶାଉଲଙ୍କ ରାଜ୍ୟକୁ ଦାଉଦଙ୍କ ହସ୍ତରେ ଅର୍ପଣ କରିବାକୁ ଆସିଥିଲେ। ଏହା ହିଁ ଘଟିବ ବୋଲି ସଦାପ୍ରଭୁ କହିଥିଲେ। ସେମାନଙ୍କ ସଂଖ୍ୟା ଏହିପରି ଥିଲା। Viz kapitolaପବିତ୍ର ବାଇବଲ (Re-edited) - (BSI)23 ସଦାପ୍ରଭୁଙ୍କ ବାକ୍ୟାନୁସାରେ ଶାଉଲଙ୍କର ରାଜ୍ୟ ଦାଉଦଙ୍କୁ ସମର୍ପଣ କରିବା ପାଇଁ ଯୁଦ୍ଧାର୍ଥେ ସସଜ୍ଜ ଯେଉଁ ଲୋକମାନେ ହିବ୍ରୋଣକୁ ଦାଉଦଙ୍କ କତିକି ଆସିଥିଲେ, ସେମାନଙ୍କ ସଂଖ୍ୟା ଏହି। Viz kapitolaଓଡିଆ ବାଇବେଲ23 ସଦାପ୍ରଭୁଙ୍କ ବାକ୍ୟାନୁସାରେ ଶାଉଲଙ୍କର ରାଜ୍ୟ ଦାଉଦଙ୍କୁ ସମର୍ପଣ କରିବା ପାଇଁ ଯୁଦ୍ଧାର୍ଥେ ସସଜ୍ଜ ଯେଉଁ ଲୋକମାନେ ହିବ୍ରୋଣକୁ ଦାଉଦଙ୍କ ନିକଟକୁ ଆସିଥିଲେ, ସେମାନଙ୍କ ସଂଖ୍ୟା ଏହି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT23 ସଦାପ୍ରଭୁଙ୍କ ବାକ୍ୟାନୁସାରେ ଶାଉଲଙ୍କର ରାଜ୍ୟ ଦାଉଦଙ୍କୁ ସମର୍ପଣ କରିବା ପାଇଁ ଯୁଦ୍ଧାର୍ଥେ ସସଜ୍ଜ ଯେଉଁ ଲୋକମାନେ ହିବ୍ରୋଣକୁ ଦାଉଦଙ୍କ ନିକଟକୁ ଆସିଥିଲେ, ସେମାନଙ୍କ ସଂଖ୍ୟା ଏହି। Viz kapitola |