1 ବଂଶାବଳୀ 12:27 - ପବିତ୍ର ବାଇବଲ27 ଯିହୋୟାଦା ସେହି ଦଳରେ ଥିଲେ। ସେ ହାରୋଣଙ୍କ ପରିବାରର ମୁଖ୍ୟ ଥିଲେ। ଯିହୋୟାଦାଙ୍କ ସହିତ 3,700 ଲୋକ ଥିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)27 ପୁଣି ଯିହୋୟାଦା ହାରୋଣ-ବଂଶର ଅଧ୍ୟକ୍ଷ ଥିଲା, ତାହା ସଙ୍ଗେ ତିନି ହଜାର ସାତ ଶହ ଲୋକ ଥିଲେ। Viz kapitolaଓଡିଆ ବାଇବେଲ27 ପୁଣି, ଯିହୋୟାଦା ହାରୋଣ-ବଂଶର ଅଧ୍ୟକ୍ଷ ଥିଲା, ତାହା ସଙ୍ଗେ ତିନି ହଜାର ସାତ ଶହ ଲୋକ ଥିଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT27 ପୁଣି, ଯିହୋୟାଦା ହାରୋଣ-ବଂଶର ଅଧ୍ୟକ୍ଷ ଥିଲା, ତାହା ସଙ୍ଗେ ତିନି ହଜାର ସାତ ଶହ ଲୋକ ଥିଲେ। Viz kapitola |