Online Bible

- Reklamy -




1 ବଂଶାବଳୀ 12:34 - ପବିତ୍ର ବାଇବଲ

34 ନପ୍ତାଲି ଗୋଷ୍ଠୀରୁ 1,000 କାର୍ଯ୍ୟକାରୀ ଥିଲେ। ସେମାନଙ୍କ ସହିତ 37,000 ଲୋକ ଥିଲେ। ଏହି ଲୋକମାନେ ଢାଲ ଓ ବର୍ଚ୍ଛାଧାରୀ ଥିଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

34 ପୁଣି ନପ୍ତାଲି ମଧ୍ୟରୁ ଏକ ହଜାର ସେନାପତି ଓ ସେମାନଙ୍କ ସଙ୍ଗେ ଢାଲ ଓ ବର୍ଚ୍ଛାଧାରୀ ସଇଁତିରିଶ ହଜାର ଲୋକ ଥିଲେ।

Viz kapitola kopírovat

ଓଡିଆ ବାଇବେଲ

34 ପୁଣି, ନପ୍ତାଲି ମଧ୍ୟରୁ ଏକ ହଜାର ସେନାପତି ଓ ସେମାନଙ୍କ ସଙ୍ଗେ ଢାଲ ଓ ବର୍ଚ୍ଛାଧାରୀ ସଇଁତିରିଶ ହଜାର ଲୋକ ଥିଲେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

34 ପୁଣି, ନପ୍ତାଲି ମଧ୍ୟରୁ ଏକ ହଜାର ସେନାପତି ଓ ସେମାନଙ୍କ ସଙ୍ଗେ ଢାଲ ଓ ବର୍ଚ୍ଛାଧାରୀ ସଇଁତିରିଶ ହଜାର ଲୋକ ଥିଲେ।

Viz kapitola kopírovat




1 ବଂଶାବଳୀ 12:34

Následuj nás:

Reklamy


Reklamy