1 ବଂଶାବଳୀ 12:36 - ପବିତ୍ର ବାଇବଲ36 ଆଶେର ଗୋଷ୍ଠୀରୁ 40,000 ତାଲିମପ୍ରାପ୍ତ ସୈନ୍ୟ ଯୁଦ୍ଧ ନିମନ୍ତେ ପ୍ରସ୍ତୁତ ହୋଇ ରହିଥିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)36 ଆଶେର୍ ମଧ୍ୟରୁ ସୈନ୍ୟଦଳରେ ଗମନଯୋଗ୍ୟ, ଯୁଦ୍ଧ ସଜାଇବାକୁ ସମର୍ଥ ଚାଳିଶ ହଜାର ଲୋକ। Viz kapitolaଓଡିଆ ବାଇବେଲ36 ଆଶେର ମଧ୍ୟରୁ ସୈନ୍ୟଦଳରେ ଗମନଯୋଗ୍ୟ, ଯୁଦ୍ଧ ସଜାଇବାକୁ ସମର୍ଥ ଚାଳିଶ ହଜାର ଲୋକ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT36 ଆଶେର ମଧ୍ୟରୁ ସୈନ୍ୟଦଳରେ ଗମନଯୋଗ୍ୟ, ଯୁଦ୍ଧ ସଜାଇବାକୁ ସମର୍ଥ ଚାଳିଶ ହଜାର ଲୋକ। Viz kapitola |