1 ବଂଶାବଳୀ 13:10 - ପବିତ୍ର ବାଇବଲ10 ସଦାପ୍ରଭୁ ଉଷ ପ୍ରତି ଅତ୍ୟନ୍ତ କ୍ରୋଧାନ୍ୱିତ ହେଲେ। ସଦାପ୍ରଭୁ ଉଷକୁ ବଧ କଲେ, କାରଣ ସେ ସିନ୍ଦୁକକୁ ସ୍ପର୍ଶ କଲା। ତେଣୁ ଉଷ ସେହିଠାରେ ପରମେଶ୍ୱରଙ୍କ ସମ୍ମୁଖରେ ମୃତ୍ୟୁ ଭୋଗ କଲା। Viz kapitolaପବିତ୍ର ବାଇବଲ (Re-edited) - (BSI)10 ସେତେବେଳେ ଉଷ ପ୍ରତି ସଦାପ୍ରଭୁଙ୍କ କ୍ରୋଧ ପ୍ରଜ୍ଵଳିତ ହେଲା ଓ ସିନ୍ଦୁକ ପ୍ରତି ହସ୍ତ ବିସ୍ତାର କରିବା ହେତୁରୁ ସେ ତାହାକୁ ଆଘାତ କଲେ; ତହୁଁ ସେ ସେଠାରେ ପରମେଶ୍ଵରଙ୍କ ସାକ୍ଷାତରେ ମଲା। Viz kapitolaଓଡିଆ ବାଇବେଲ10 ସେତେବେଳେ ଉଷ ପ୍ରତି ସଦାପ୍ରଭୁଙ୍କ କ୍ରୋଧ ପ୍ରଜ୍ୱଳିତ ହେଲା ଓ ସିନ୍ଦୁକ ପ୍ରତି ହସ୍ତ ବିସ୍ତାର କରିବା ସକାଶୁ ସେ ତାହାକୁ ଆଘାତ କଲେ; ତହୁଁ ସେ ସେଠାରେ ପରମେଶ୍ୱରଙ୍କ ସାକ୍ଷାତରେ ମଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ସେତେବେଳେ ଉଷ ପ୍ରତି ସଦାପ୍ରଭୁଙ୍କ କ୍ରୋଧ ପ୍ରଜ୍ୱଳିତ ହେଲା ଓ ସିନ୍ଦୁକ ପ୍ରତି ହସ୍ତ ବିସ୍ତାର କରିବା ସକାଶୁ ସେ ତାହାକୁ ଆଘାତ କଲେ; ତହୁଁ ସେ ସେଠାରେ ପରମେଶ୍ୱରଙ୍କ ସାକ୍ଷାତରେ ମଲା। Viz kapitola |