1 ବଂଶାବଳୀ 13:6 - ପବିତ୍ର ବାଇବଲ6 ଦାଉଦ ଓ ତାଙ୍କ ସହିତ ଇସ୍ରାଏଲର ସମସ୍ତ ଲୋକ ଯିହୁଦାର ବାଲାକୁ ଗଲେ। ବାଲା କିରିୟତ୍-ଯିୟାରୀମର ଅନ୍ୟ ଏକ ନାମ ଅଟେ। ସେମାନେ ନିୟମସିନ୍ଦୁକ ଆଣିବା ନିମନ୍ତେ ସେଠାକୁ ଗଲେ। ସେହି ନିୟମସିନ୍ଦୁକ ସଦାପ୍ରଭୁ ପରମେଶ୍ୱରଙ୍କ ସିନ୍ଦୁକ ଅଟେ। ସେ କିରୂବ ଦୂତଗଣ ଉପରେ ବିଦ୍ୟମାନ ଥା’ନ୍ତି। ଏହି ସିନ୍ଦୁକ ହିଁ ସଦାପ୍ରଭୁଙ୍କ ନାମରେ ନାମିତ ଅଟେ। Viz kapitolaପବିତ୍ର ବାଇବଲ (Re-edited) - (BSI)6 ଆଉ କିରୂବଗଣ ମଧ୍ୟରେ ଉପବିଷ୍ଟ ସଦାପ୍ରଭୁଙ୍କ ନାମରେ ଖ୍ୟାତ ପରମେଶ୍ଵରଙ୍କ ସିନ୍ଦୁକକୁ ଯିହୁଦାର ଅଧିକାରସ୍ଥ ବାଲାରୁ, ଅର୍ଥାତ୍, କିରୀୟତ୍-ଯୀୟାରୀମରୁ ଆଣିବା ପାଇଁ ଦାଉଦ ଓ ସମଗ୍ର ଇସ୍ରାଏଲ ସେସ୍ଥାନକୁ ଗଲେ। Viz kapitolaଓଡିଆ ବାଇବେଲ6 ଆଉ କିରୂବଗଣ ମଧ୍ୟରେ ଉପବିଷ୍ଟ ସଦାପ୍ରଭୁଙ୍କ ନାମରେ ଖ୍ୟାତ ପରମେଶ୍ୱରଙ୍କ ସିନ୍ଦୁକକୁ ଯିହୁଦାର ଅଧିକାରସ୍ଥ ବାଲାରୁ, ଅର୍ଥାତ୍, କିରୀୟଥ୍-ଯିୟାରୀମ୍ରୁ ଆଣିବା ପାଇଁ ଦାଉଦ ଓ ସମଗ୍ର ଇସ୍ରାଏଲ ସେହି ସ୍ଥାନକୁ ଗଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ଆଉ କିରୂବଗଣ ମଧ୍ୟରେ ଉପବିଷ୍ଟ ସଦାପ୍ରଭୁଙ୍କ ନାମରେ ଖ୍ୟାତ ପରମେଶ୍ୱରଙ୍କ ସିନ୍ଦୁକକୁ ଯିହୁଦାର ଅଧିକାରସ୍ଥ ବାଲାରୁ, ଅର୍ଥାତ୍, କିରୀୟଥ୍-ଯିୟାରୀମ୍ରୁ ଆଣିବା ପାଇଁ ଦାଉଦ ଓ ସମଗ୍ର ଇସ୍ରାଏଲ ସେହି ସ୍ଥାନକୁ ଗଲେ। Viz kapitola |