Online Bible

- Reklamy -




1 ବଂଶାବଳୀ 14:14 - ପବିତ୍ର ବାଇବଲ

14 ଦାଉଦ ପରମେଶ୍ୱରଙ୍କ ନିକଟରେ ଆଉଥରେ ପ୍ରାର୍ଥନା କଲେ। ପରମେଶ୍ୱର ଦାଉଦଙ୍କ ପ୍ରାର୍ଥନାର ଉତ୍ତର ଦେଲେ। ପରମେଶ୍ୱର କହିଲେ, “ଦାଉଦ, ତୁମ୍ଭେ ଯେତେବେଳେ ଆକ୍ରମଣ କରିବ, ସେତେବେଳେ ପଲେଷ୍ଟୀୟମାନଙ୍କ ପଛେ ପଛେ ପର୍ବତ ଉପରକୁ ଯିବ ନାହିଁ। ବରଂ ସେମାନଙ୍କ ଚତୁର୍ଦ୍ଦିଗରେ ଯାଇ ତୂ‌ତ୍‌ବୃକ୍ଷ ଆଢ଼ୁଆଳରେ ନିଜକୁ ଲୁଗ୍ଭଅ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

14 ତହିଁରେ ଦାଉଦ ପରମେଶ୍ଵରଙ୍କୁ ପୁନର୍ବାର ପଚାରନ୍ତେ, ପରମେଶ୍ଵର ତାଙ୍କୁ କହିଲେ, ତୁମ୍ଭେ ସେମାନଙ୍କ ପଶ୍ଚାତ୍ ଯାଅ ନାହିଁ; ସେମାନଙ୍କ ନିକଟରୁ ଫେରିଯାଇ ତୂତବୃକ୍ଷ ସମ୍ମୁଖରେ ସେମାନଙ୍କୁ ଆକ୍ରମଣ କର।

Viz kapitola kopírovat

ଓଡିଆ ବାଇବେଲ

14 ତହିଁରେ ଦାଉଦ ପରମେଶ୍ୱରଙ୍କୁ ପୁନର୍ବାର ପଚାରନ୍ତେ, ପରମେଶ୍ୱର ତାଙ୍କୁ କହିଲେ, “ତୁମ୍ଭେ ସେମାନଙ୍କ ପଶ୍ଚାତ୍‍ ଯାଅ ନାହିଁ; ସେମାନଙ୍କ ନିକଟରୁ ଫେରିଯାଇ ତୂତ ବୃକ୍ଷ ସମ୍ମୁଖରେ ସେମାନଙ୍କୁ ଆକ୍ରମଣ କର।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

14 ତହିଁରେ ଦାଉଦ ପରମେଶ୍ୱରଙ୍କୁ ପୁନର୍ବାର ପଚାରନ୍ତେ, ପରମେଶ୍ୱର ତାଙ୍କୁ କହିଲେ, “ତୁମ୍ଭେ ସେମାନଙ୍କ ପଶ୍ଚାତ୍‍ ଯାଅ ନାହିଁ; ସେମାନଙ୍କ ନିକଟରୁ ଫେରିଯାଇ ତୂତ ବୃକ୍ଷ ସମ୍ମୁଖରେ ସେମାନଙ୍କୁ ଆକ୍ରମଣ କର।

Viz kapitola kopírovat




1 ବଂଶାବଳୀ 14:14

Následuj nás:

Reklamy


Reklamy