1 ବଂଶାବଳୀ 14:15 - ପବିତ୍ର ବାଇବଲ15 ଜଣେ ଜଗୁଆଳୀକୁ ଗଛ ଉପରେ ଚଢ଼ି ଜଗି ରହିବାକୁ କୁହ। ସେ ଯୁଦ୍ଧ ଯାତ୍ରାର ଶବ୍ଦ ଶୁଣିବା ମାତ୍ରକେ ତୁମ୍ଭେ ପଲେଷ୍ଟୀୟମାନଙ୍କ ଉପରେ ଆକ୍ରମଣ କରିବ। ଆମ୍ଭେ ପରମେଶ୍ୱର, ତୁମ୍ଭ ସମ୍ମୁଖରେ ଯିବା ଓ ପଲେଷ୍ଟୀୟ ସୈନ୍ୟଦଳକୁ ପରାସ୍ତ କରିବା।” Viz kapitolaପବିତ୍ର ବାଇବଲ (Re-edited) - (BSI)15 ପୁଣି ତୁମ୍ଭେ ତୂତବୃକ୍ଷ ତୋଟା ଉପରେ ସୈନ୍ୟଗମନର ଶଦ୍ଦ ଶୁଣିଲେ, ଯୁଦ୍ଧକୁ ବାହାରିବ; କାରଣ ପରମେଶ୍ଵର ପଲେଷ୍ଟୀୟ ସୈନ୍ୟଦଳକୁ ଆଘାତ କରିବା ପାଇଁ ତୁମ୍ଭ ସମ୍ମୁଖରେ ଅଗ୍ରସର ହେବେ। Viz kapitolaଓଡିଆ ବାଇବେଲ15 ପୁଣି, ତୁମ୍ଭେ ତୂତ ବୃକ୍ଷ ତୋଟା ଉପରେ ସୈନ୍ୟଗମନର ଶବ୍ଦ ଶୁଣିଲେ, ଯୁଦ୍ଧକୁ ବାହାରିବ; କାରଣ ପରମେଶ୍ୱର ପଲେଷ୍ଟୀୟ ସୈନ୍ୟଦଳକୁ ଆଘାତ କରିବା ପାଇଁ ତୁମ୍ଭ ସମ୍ମୁଖରେ ଅଗ୍ରସର ହେବେ।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ପୁଣି, ତୁମ୍ଭେ ତୂତ ବୃକ୍ଷ ତୋଟା ଉପରେ ସୈନ୍ୟଗମନର ଶବ୍ଦ ଶୁଣିଲେ, ଯୁଦ୍ଧକୁ ବାହାରିବ; କାରଣ ପରମେଶ୍ୱର ପଲେଷ୍ଟୀୟ ସୈନ୍ୟଦଳକୁ ଆଘାତ କରିବା ପାଇଁ ତୁମ୍ଭ ସମ୍ମୁଖରେ ଅଗ୍ରସର ହେବେ।” Viz kapitola |