1 ବଂଶାବଳୀ 15:1 - ପବିତ୍ର ବାଇବଲ1 ଦାଉଦ ଆପଣା ନିମନ୍ତେ ଦାଉଦ ନଗରରେ ଗୃହମାନ ନିର୍ମାଣ କଲେ। ଏହା ପରେ ସେ ନିୟମସିନ୍ଦୁକ ରଖିବା ନିମନ୍ତେ ଏକ ସ୍ଥାନ ନିର୍ମାଣ କଲେ। ସେ ସେଥି ନିମନ୍ତେ ଏକ ତମ୍ବୁ ନିର୍ମାଣ କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)1 ଆହୁରି ଦାଉଦ ଆପଣା ପାଇଁ ଦାଉଦ-ନଗରରେ ଅନେକ ଗୃହ ନିର୍ମାଣ କଲେ; ଆଉ ପରମେଶ୍ଵରଙ୍କ ସିନ୍ଦୁକ ପାଇଁ ଏକ ସ୍ଥାନ ପ୍ରସ୍ତୁତ କରି ତହିଁ ପାଇଁ ଏକ ତମ୍ଵୁ ସ୍ଥାପନ କଲେ। Viz kapitolaଓଡିଆ ବାଇବେଲ1 ଆହୁରି ଦାଉଦ ଆପଣା ପାଇଁ ଦାଉଦ ନଗରେ ଅନେକ ଗୃହ ନିର୍ମାଣ କଲେ; ଆଉ ପରମେଶ୍ୱରଙ୍କ ସିନ୍ଦୁକ ପାଇଁ ଏକ ସ୍ଥାନ ପ୍ରସ୍ତୁତ କରି ତହିଁ ପାଇଁ ଏକ ତମ୍ବୁ ସ୍ଥାପନ କଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ଆହୁରି ଦାଉଦ ଆପଣା ପାଇଁ ଦାଉଦ ନଗରେ ଅନେକ ଗୃହ ନିର୍ମାଣ କଲେ; ଆଉ ପରମେଶ୍ୱରଙ୍କ ସିନ୍ଦୁକ ପାଇଁ ଏକ ସ୍ଥାନ ପ୍ରସ୍ତୁତ କରି ତହିଁ ପାଇଁ ଏକ ତମ୍ବୁ ସ୍ଥାପନ କଲେ। Viz kapitola |