1 ବଂଶାବଳୀ 15:14 - ପବିତ୍ର ବାଇବଲ14 ଏହା ପରେ ଇସ୍ରାଏଲର ସଦାପ୍ରଭୁ ପରମେଶ୍ୱରଙ୍କ ନିୟମସିନ୍ଦୁକକୁ ବହି ନେଇଯିବା ନିମନ୍ତେ ଯାଜକ ଓ ଲେବୀୟମାନେ ନିଜକୁ ପବିତ୍ର କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)14 ତହୁଁ ଯାଜକମାନେ ଓ ଲେବୀୟମାନେ ଇସ୍ରାଏଲର ପରମେଶ୍ଵର ସଦାପ୍ରଭୁଙ୍କ ସିନ୍ଦୁକ ଆଣିବା ନିମନ୍ତେ ଆପଣାମାନଙ୍କୁ ପବିତ୍ର କଲେ। Viz kapitolaଓଡିଆ ବାଇବେଲ14 ତହୁଁ ଯାଜକମାନେ ଓ ଲେବୀୟମାନେ ଇସ୍ରାଏଲର ପରମେଶ୍ୱର ସଦାପ୍ରଭୁଙ୍କ ସିନ୍ଦୁକ ଆଣିବା ନିମନ୍ତେ ଆପଣାମାନଙ୍କୁ ପବିତ୍ର କଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ତହୁଁ ଯାଜକମାନେ ଓ ଲେବୀୟମାନେ ଇସ୍ରାଏଲର ପରମେଶ୍ୱର ସଦାପ୍ରଭୁଙ୍କ ସିନ୍ଦୁକ ଆଣିବା ନିମନ୍ତେ ଆପଣାମାନଙ୍କୁ ପବିତ୍ର କଲେ। Viz kapitola |