Online Bible

- Reklamy -




1 ବଂଶାବଳୀ 15:17 - ପବିତ୍ର ବାଇବଲ

17 ଏହା ପରେ ଲେବୀୟମାନେ ହେମନ ଏବଂ ତାଙ୍କ ଭ୍ରାତାଗଣ ଆସଫ ଓ ଏଥନଙ୍କୁ ଆଣିଲେ। ହେମନ ଯୋୟେଲଙ୍କ ପୁତ୍ର ଥିଲେ। ଆସଫ ବେରିଖିୟଙ୍କ ପୁତ୍ର ଥିଲେ। ଏଥନ କୁଶାୟାଙ୍କ ପୁତ୍ର ଥିଲେ। ଏହି ଲୋକମାନେ ମରାରି ପରିବାରବର୍ଗର ଥିଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

17 ତହିଁରେ ଲେବୀୟମାନେ ଯୋୟେଲର ପୁତ୍ର ହେମନ୍କୁ ନିଯୁକ୍ତ କଲେ ଓ ତାହାର ଭ୍ରାତୃଗଣ ମଧ୍ୟରୁ ବେରିଖୀୟର ପୁତ୍ର ଆସଫକୁ ଓ ସେମାନଙ୍କ ଭ୍ରାତୃଗଣ ମରାରି-ସନ୍ତାନମାନଙ୍କ ମଧ୍ୟରୁ କୁଶାୟାର ପୁତ୍ର ଏଥନକୁ;

Viz kapitola kopírovat

ଓଡିଆ ବାଇବେଲ

17 ତହିଁରେ ଲେବୀୟମାନେ ଯୋୟେଲର ପୁତ୍ର ହେମନକୁ ନିଯୁକ୍ତ କଲେ, ତାହାର ଭ୍ରାତୃଗଣ ମଧ୍ୟରୁ ବେରିଖୀୟର ପୁତ୍ର ଆସଫକୁ ଓ ସେମାନଙ୍କ ଭ୍ରାତୃଗଣ ମରାରି ସନ୍ତାନମାନଙ୍କ ମଧ୍ୟରୁ କୁଶାୟାର ପୁତ୍ର ଏଥନ୍‍କୁ;

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

17 ତହିଁରେ ଲେବୀୟମାନେ ଯୋୟେଲର ପୁତ୍ର ହେମନକୁ ନିଯୁକ୍ତ କଲେ, ତାହାର ଭ୍ରାତୃଗଣ ମଧ୍ୟରୁ ବେରିଖୀୟର ପୁତ୍ର ଆସଫକୁ ଓ ସେମାନଙ୍କ ଭ୍ରାତୃଗଣ ମରାରି-ସନ୍ତାନମାନଙ୍କ ମଧ୍ୟରୁ କୁଶାୟାର ପୁତ୍ର ଏଥନ୍‍କୁ;

Viz kapitola kopírovat




1 ବଂଶାବଳୀ 15:17

Následuj nás:

Reklamy


Reklamy