Online Bible

- Reklamy -




1 ବଂଶାବଳୀ 15:24 - ପବିତ୍ର ବାଇବଲ

24 ଶବନିୟ, ଯୋଶାଫଟ୍, ନଥନେଲ, ଅମାସୟ, ଯିଖରିୟ, ବନାୟ ଓ ଇଲୀୟେଷର, ଏମାନଙ୍କର କାର୍ଯ୍ୟ ଥିଲା, ନିୟମସିନ୍ଦୁକର ସମ୍ମୁଖରେ ତୂରୀ ବଜାଇବା। ଓବେଦ୍-ଇଦୋମ୍ ଓ ଯିହିୟ ନିୟମସିନ୍ଦୁକର ଦ୍ୱାରପାଳ ଥିଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

24 ପୁଣି ଶବନୀୟ ଓ ଯୋଶାଫଟ୍ ଓ ନଥନେଲ ଓ ଅମାସୟ ଓ ଜିଖରୀୟ ଓ ବନାୟ ଓ ଇଲୀୟେଷର ଯାଜକମାନେ ପରମେଶ୍ଵରଙ୍କ ସିନ୍ଦୁକ ସମ୍ମୁଖରେ ତୂରୀ ବଜାଇଲେ; ଆଉ ଓବେଦ୍-ଇଦୋମ୍ ଓ ଯିହୀୟ ସିନ୍ଦୁକର ଦ୍ଵାରରକ୍ଷକ ହେଲେ।

Viz kapitola kopírovat

ଓଡିଆ ବାଇବେଲ

24 ପୁଣି, ଶବନୀୟ, ଯୋଶାଫଟ୍‍, ନଥନେଲ, ଅମାସୟ, ଜିଖରୀୟ, ବନାୟ ଓ ଇଲୀୟେଜର ଯାଜକମାନେ ପରମେଶ୍ୱରଙ୍କ ସିନ୍ଦୁକ ସମ୍ମୁଖରେ ତୂରୀ ବଜାଇଲେ; ଆଉ ଓବେଦ୍‍-ଇଦୋମ ଓ ଯିହୀୟ ସିନ୍ଦୁକର ଦ୍ୱାରରକ୍ଷକ ହେଲେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

24 ପୁଣି, ଶବନୀୟ, ଯୋଶାଫଟ୍‍, ନଥନେଲ, ଅମାସୟ, ଜିଖରୀୟ, ବନାୟ ଓ ଇଲୀୟେଜର ଯାଜକମାନେ ପରମେଶ୍ୱରଙ୍କ ସିନ୍ଦୁକ ସମ୍ମୁଖରେ ତୂରୀ ବଜାଇଲେ; ଆଉ ଓବେଦ୍‍-ଇଦୋମ ଓ ଯିହୀୟ ସିନ୍ଦୁକର ଦ୍ୱାରରକ୍ଷକ ହେଲେ।

Viz kapitola kopírovat




1 ବଂଶାବଳୀ 15:24

Následuj nás:

Reklamy


Reklamy