1 ବଂଶାବଳୀ 15:27 - ପବିତ୍ର ବାଇବଲ27 ଦାଉଦ ଓ ନିୟମସିନ୍ଦୁକ ବହୁଥିବା ସମସ୍ତ ଲେବୀୟମାନେ ଓ ଗାୟକ କିଣାନୀୟମାନେ ସୂକ୍ଷ୍ମ ନାଇଲନ୍ ବସ୍ତ୍ର ପିନ୍ଧିଥିଲେ। ଦାଉଦ ମଧ୍ୟ ଏକ ନାଇଲନ୍ ଏଫୋଦ ପିନ୍ଧିଥିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)27 ଆଉ ଦାଉଦ ଓ ସିନ୍ଦୁକବାହକ ଲେବୀୟମାନେ ଓ ଗାୟକମାନେ ଓ ଗାୟକମାନଙ୍କ ସହିତ ଗୀତ-ଶିକ୍ଷକ କନନୀୟ, ସମସ୍ତେ ଶୁଭ୍ର କ୍ଷୌମବସ୍ତ୍ରର ଚୋଗା ପିନ୍ଧିଥିଲେ; ଆଉ ଦାଉଦଙ୍କର ଦେହରେ ଶୁଭ୍ର କ୍ଷୌମବସ୍ତ୍ରର ଏଫୋଦ ଥିଲା। Viz kapitolaଓଡିଆ ବାଇବେଲ27 ଆଉ ଦାଉଦ, ସିନ୍ଦୁକବାହକ ଲେବୀୟମାନେ, ଗାୟକମାନେ, ଗାୟକମାନଙ୍କ ସହିତ ଗୀତ-ଶିକ୍ଷକ କନନୀୟ, ସମସ୍ତେ ଶୁଭ୍ର କ୍ଷୌମବସ୍ତ୍ରର ଚୋଗା ପିନ୍ଧିଥିଲେ; ଆଉ ଦାଉଦଙ୍କର ଦେହରେ ଶୁଭ୍ର କ୍ଷୌମବସ୍ତ୍ରର ଏଫୋଦ ଥିଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT27 ଆଉ ଦାଉଦ, ସିନ୍ଦୁକ-ବାହକ ଲେବୀୟମାନେ, ଗାୟକମାନେ, ଗାୟକମାନଙ୍କ ସହିତ ଗୀତ-ଶିକ୍ଷକ କନନୀୟ, ସମସ୍ତେ ଶୁଭ୍ର କ୍ଷୌମବସ୍ତ୍ରର ଚୋଗା ପିନ୍ଧିଥିଲେ; ଆଉ ଦାଉଦଙ୍କର ଦେହରେ ଶୁଭ୍ର କ୍ଷୌମବସ୍ତ୍ରର ଏଫୋଦ ଥିଲା। Viz kapitola |