1 ବଂଶାବଳୀ 15:28 - ପବିତ୍ର ବାଇବଲ28 ଏହିପରି, ଇସ୍ରାଏଲର ସମସ୍ତ ଲୋକ ନିୟମସିନ୍ଦୁକକୁ ନେଇଆସିଲେ। ସେମାନେ ଉଚ୍ଚସ୍ୱର କଲେ, ସେମାନେ ମେଣ୍ଢା ଶିଙ୍ଗରୁ ନିର୍ମିତ ବାଦ୍ୟ ଓ ତୂରୀ ବଜାଇଲେ, ଆହୁରି ମଧ୍ୟ ସେମାନେ ଗିନି, ସାରଙ୍ଗ ଓ ବୀଣା ବଜାଇଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)28 ଏହିରୂପେ ଉଚ୍ଚୈଃସ୍ଵରରେ ଜୟଧ୍ଵନି କରି ଶିଙ୍ଗା ଓ ତୂରୀ ଓ କରତାଳ ଓ ନେବଲ ଓ ବୀଣା ବଜାଇ ସମଗ୍ର ଇସ୍ରାଏଲ ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ଆଣିଲେ। Viz kapitolaଓଡିଆ ବାଇବେଲ28 ଏହିରୂପେ ଉଚ୍ଚୈଃସ୍ୱରରେ ଜୟଧ୍ୱନି କରି ଶିଙ୍ଗା, ତୂରୀ, କରତାଳ, ନେବଲ ଓ ବୀଣା ବଜାଇ ସମଗ୍ର ଇସ୍ରାଏଲ ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ଆଣିଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT28 ଏହିରୂପେ ଉଚ୍ଚସ୍ୱରରେ ଜୟଧ୍ୱନି କରି ଶିଙ୍ଗା, ତୂରୀ, କରତାଳ, ନେବଲ ଓ ବୀଣା ବଜାଇ ସମଗ୍ର ଇସ୍ରାଏଲ ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ଆଣିଲେ। Viz kapitola |