1 ବଂଶାବଳୀ 15:29 - ପବିତ୍ର ବାଇବଲ29 ନିୟମସିନ୍ଦୁକ ଯେତେବେଳେ ଦାଉଦଙ୍କ ନଗରରେ ପହଞ୍ଚିଲା, ମୀଖଲ୍ ଏକ ଝରକା ଦେଇ ଅନାଇଲେ। ମୀଖଲ୍ ଶାଉଲଙ୍କ ଝିଅ ଥିଲେ। ସେ ଦେଖିଲେ ଯେ, ରାଜା ଦାଉଦ ନୃତ୍ୟ ଓ ଆନନ୍ଦ କରୁଅଛନ୍ତି। ସେ ହୃଦୟରେ ତାଙ୍କୁ ଘୃଣା କଲେ। ସେ ଭାବିଲେ, ଦାଉଦ ଏକ ମୂର୍ଖ ପରି ଆଚରଣ କରୁଅଛନ୍ତି। Viz kapitolaପବିତ୍ର ବାଇବଲ (Re-edited) - (BSI)29 ପୁଣି ଦାଉଦ-ନଗରରେ ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ଉପସ୍ଥିତ ହୁଅନ୍ତେ, ଶାଉଲଙ୍କ କନ୍ୟା ମୀଖଲ ଝରକା ବାଟେ ଅନାଇ ଦାଉଦ ରାଜାଙ୍କୁ ନୃତ୍ୟ ଓ ଆନନ୍ଦ କରିବାର ଦେଖିଲା, ତହିଁରେ ସେ ମନେ ମନେ ତାଙ୍କୁ ତୁଚ୍ଛ କଲା। Viz kapitolaଓଡିଆ ବାଇବେଲ29 ପୁଣି, ଦାଉଦ-ନଗରରେ ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ଉପସ୍ଥିତ ହୁଅନ୍ତେ, ଶାଉଲଙ୍କ କନ୍ୟା ମୀଖଲ ଝରକା ବାଟେ ଅନାଇ ଦାଉଦ ରାଜାଙ୍କୁ ନୃତ୍ୟ ଓ ଆନନ୍ଦ କରିବାର ଦେଖିଲା, ତହିଁରେ ସେ ମନେ ମନେ ତାଙ୍କୁ ତୁଚ୍ଛ କଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT29 ପୁଣି, ଦାଉଦ-ନଗରରେ ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ଉପସ୍ଥିତ ହୁଅନ୍ତେ, ଶାଉଲଙ୍କ କନ୍ୟା ମୀଖଲ ଝରକା ବାଟେ ଅନାଇ ଦାଉଦ ରାଜାଙ୍କୁ ନୃତ୍ୟ ଓ ଆନନ୍ଦ କରିବାର ଦେଖିଲା, ତହିଁରେ ସେ ମନେ ମନେ ତାଙ୍କୁ ତୁଚ୍ଛ କଲା। Viz kapitola |