1 ବଂଶାବଳୀ 16:18 - ପବିତ୍ର ବାଇବଲ18 ସଦାପ୍ରଭୁ ଇସ୍ରାଏଲକୁ କହିଲେ, “ଆମ୍ଭେ କିଣାନ୍ ଦେଶ ତୁମ୍ଭକୁ ଦେବା, ସେହି ପ୍ରତିଜ୍ଞାତ ଭୂମି ତୁମ୍ଭର ହେବ।” Viz kapitolaପବିତ୍ର ବାଇବଲ (Re-edited) - (BSI)18 ସେ କହିଲେ, ଆମ୍ଭେ ତୁମ୍ଭମାନଙ୍କ ଅଧିକାରର ବାଣ୍ଟ ସେହି କିଣାନ ଦେଶ ତୁମ୍ଭକୁ ଦେବା; Viz kapitolaଓଡିଆ ବାଇବେଲ18 ସଦାପ୍ରଭୁ କହିଲେ, “ଆମ୍ଭେ ତୁମ୍ଭମାନଙ୍କ ଅଧିକାରର ବାଣ୍ଟ ସେହି କିଣାନ ଦେଶ ତୁମ୍ଭକୁ ଦେବା; Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 ସଦାପ୍ରଭୁ କହିଲେ, “ଆମ୍ଭେ ତୁମ୍ଭମାନଙ୍କ ଅଧିକାରର ବାଣ୍ଟ ସେହି କିଣାନ ଦେଶ ତୁମ୍ଭକୁ ଦେବା;” Viz kapitola |